-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||     

HOME   ଜିଲ୍ଲା

ତରଭା: ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

19-Aug-2024



ତରଭା(କପିଳାସ ସେଠ୍): କୋଶଳ ସାହିତ୍ୟ ଏକାଡେମୀ ତରଫରୁ ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କ ସଭାପତିତ୍ବରେ ସ୍ଥାନୀୟ ଗଙ୍ଗାଧର ପାର୍କଠାରେ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉତ୍ସବରେ ସ୍ତ୍ରୀ ରୋଗ ବିଶେଷଜ୍ଞ ଡ଼ଃ କ୍ଷୀରୋଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି, ଅଗ୍ନିଶମ ଅଧିକାରୀ ଅନିଲ ମିଶ୍ର ମୁଖ୍ୟ ବକ୍ତା ଓ ସମ୍ପାଦକ ରାଜେନ୍ଦ୍ର ଝାଙ୍କର ସମ୍ମାନିତ ବକ୍ତାଭାବେ ଯୋଗ ଦେଇଥିଲେ। ସଭା ପ୍ରାରମ୍ଭରେ ଗଙ୍ଗାଧରଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ତପସ୍ଵିନୀ ପଟ୍ଟନାୟକ, ସରିତା ନାଏକ, ଚାନ୍ଦିନୀ ଦାଶ ପ୍ରମୁଖ ଗଙ୍ଗାଧରୀୟ ସାହିତ୍ୟିକୁ ନେଇ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ଜନ୍ମଭୂମି ବରପାଲିସ୍ଥିତ କବି ସ୍ମୃତି ସଦନଠାରେ ଗଙ୍ଗାଧରଙ୍କ ଚିଠିପତ୍ର, ଗ୍ରନ୍ଥାବଳୀ, ପାଣ୍ଡୁଲିପି, ତାଙ୍କ ବ୍ୟବହୃତ କୋଟ, ଖଟ, ଗ୍ଲାସ୍, ଥାଳି, କଲମ, ଦୁଆତ ସମେତ ଅନେକ ସାମଗ୍ରୀର ରକ୍ଷଣାବେକ୍ଷଣ କରି ସରକାରୀ ସ୍ତରରେ ମେହେର ସଂଗ୍ରହାଳୟ ପ୍ରତିଷ୍ଠା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାର ସମୟ ଉପନୀତ। କବିଙ୍କ ଜନ୍ମଭୂମି-କର୍ମଭୂମି ଅଞ୍ଚଳକୁ ଗଙ୍ଗାଧର ତୀର୍ଥକ୍ଷେତ୍ରରୂପେ ରାଜ୍ୟ ସରକାର ଘୋଷଣା କରିବା ନିମନ୍ତେ ପଦେକ୍ଷପ ଗ୍ରହଣ କରିବା ଉଚିତ ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ। ସେହିପରି ଦ୍ବିତୀୟ ପର୍ଯ୍ୟାୟରେ କାନ୍ତାନାଥ ସରାଫଙ୍କ ସଭାପତିତ୍ବରେ ଆୟୋଜିତ କୋସଲୀ କବିତା ଆସରରେ ଯୁବକବି ହିରଣ୍ମୟ ପଟ୍ଟନାୟକ ଓ ସଞ୍ଜୀବ ସେଠି ସଂଯୋଜନା କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲା ସମେତ ପଡୋଶୀ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାର ତିରିଶରୁ ଉର୍ଦ୍ଧ୍ବ କବି କବୟିତ୍ରୀ ସ୍ବରଚିତ କବିତାମାନ ପାଠ କରିଥିଲେ।ପରେ କୁନି ନୃତ୍ୟଶିଳ୍ପୀ ଅଲିଭା ନାଏକ, ପ୍ରିୟଦର୍ଶିନୀ ଜେନା ଓ ରିନୀ ନାଏକ ପ୍ରମୁଖ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ।ସଭା ଶେଷରେ ଯୁବକବି ରୋଶନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026

You Might Also Like