-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ।ଆଇ ସି ସି ଏବଂ ଏଲ ସି ସି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

19-Aug-2024



ନୂଆପଡ଼ା (ରାମନାଥ ପଣ୍ଡା)
ନୂଆପଡା ଜିଲ୍ଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କର୍ମ କ୍ଷେତ୍ରରେ ମହିଳା ମାନଙ୍କର ଯୌନ ନିର୍ଯାତନା ଓ ନିଷେଧ, ନିବାରଣ ଏବଂ ପ୍ରତିକାର ଆଇନ ୨୦୧୩ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ଆଇ ସି ସି ଓ ଏଲ ସି ସି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ମଧୁସୂଦନ ଦାଶ ଏହି ତାଲିମ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି କର୍ମ କ୍ଷେତ୍ରରେ ମହିଳା ମାନଙ୍କ ଉପରେ ହେଉଥିବା  ଯୌନ ନିର୍ଯାତନାକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ ବୋଲି ଦୃଢ଼ ଆଶ୍ଵାସନା ଦେଇଥିଲେ l ଜିଲ୍ଳାର ଯେଉଁ ବିଭାଗରେ ୧୦ ରୁ ଅଧିକ କର୍ମଚାରୀ କାର୍ଯ୍ୟରତ ଅଛନ୍ତି, ଆସନ୍ତା ୭ ଦିନ ମଧ୍ୟରେ ସେଠାରେ ଆଇ ସି ସି ଗଠନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ l ସଭାରେ ଜିଲ୍ଳା ସମାଜ କଲ୍ୟାଣ ଅଧିକାରୀ ସଂଗୀତା ପାତ୍ର ସ୍ୱାଗତ ସମ୍ଭାଷଣ ଦେଇଥିବାବେଳେ ନବନୀତା ଦାଶ ସଚିବ ଜିଲ୍ଳା ଆଇନ ପ୍ରାଧିକରଣ ସେବା, ଆଡ଼ଭୋକେଟ କୁମୁଦ ଚନ୍ଦ୍ର ହୋତା ପ୍ରମୁଖ କର୍ମକ୍ଷତ୍ରରେ ମହିଳା ମାନେ ସମ୍ମୁଖୀନ ହେଉଥିବା ଯୌନ ନିର୍ଯାତନା ଜନିତ ସମସ୍ୟା ନିଷେଧ ନିବାରଣ ଏବଂ ପ୍ରତିକାର ନିମନ୍ତେ ଉଦ୍ଦିଷ୍ଟ ଆଇନ ୨୦୧୩ ଅନୁଯାୟୀ ଥିବା ସଶକ୍ତ ଵିଧି ବ୍ୟବସ୍ଥା ଓ ଏହାର ନିରାକରଣ ନିମନ୍ତେ ତାଲିମ ପ୍ରଦାନ କରିଥିଲେ l ଜିଲ୍ଲାର ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ, ପୋଲିସ ଅଧିକାରୀ, ସାମାଜିକ ବାଣିଜ୍ୟକ ପ୍ରତିଷ୍ଠାନ, ସଖୀ କର୍ମକର୍ତ୍ତା, ମହିଳା ସ୍ୱୟଂ ସହାୟକ ସଙ୍ଘ ଏଠାରେ ତାଲିମ ନେଇଥିଲେ l ଆଲୋଚନାରେ ଅଂଶ ଗ୍ରହଣ କରି ଜିଲ୍ଲାପାଳ କହିଲେ ଯେ ମହିଳା ମାନେ ସମାଜର ଅବିଚ୍ଛେଦ୍ୟ ଅଙ୍ଗ , କର୍ମ କ୍ଷେତ୍ରରେ ସେମାନେ ନିର୍ଭୟରେ କିଭଳି କର୍ମ ସମ୍ପାଦନ କରିପାରିବେ, ଏହାକୁ ସୁନିଶ୍ଚିତ କରିବା  ସମ୍ପୂର୍ଣ ଦାୟିତ୍ୱ ସମାଜର , କର୍ମ କ୍ଷେତ୍ରରେ ଯୌନ ନିର୍ଯାତନା ଭଳି ସମ୍ବେଦନଶୀଳ ଘଟଣା ଯେଭଳି ଘଟିବାକୁ ସୁଯୋଗ ନ ପାଏ , ଆମକୁ ସେହିଭଳି ପରିବେଶ ସୃଷ୍ଟି କରିବାକୁ ପଡିବ l ଜିଲ୍ଲା ସଂଯୋଜକ ରଞ୍ଜନ କୁମାର ସାହୁ ତାଲିମ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ  ସୁରକ୍ଷା ଅଧିକାରୀ ହରିପ୍ରିୟା ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026

You Might Also Like