-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର okil ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ବିଜେପୁର ରକ୍ଷା ବନ୍ଧନ ଓ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ

19-Aug-2024



ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)- ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବିଜେପୁରରେ ପବିତ୍ର ରକ୍ଷା ବନ୍ଧନ ଓ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳନ ହୋଇଯାଇଛି। ଏଥିରେ ଶ୍ରୀଯୁକ୍ତ ଗୋପାଳ ଚନ୍ଦ୍ର ମିଶ୍ର ଅଧ୍ୟାପକ ସୋହେଲା ମହାବିଦ୍ୟାଳୟ ସୋହେଲା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ। ସହ ପ୍ରଧାନ ଆଚାର୍ଯ୍ୟ ସଦାନନ୍ଦ ପଧାନ ଅତିଥି ପରିଚୟ କରିଥିବାବେଳେ ଆଚାର୍ଯ୍ୟା ମନ୍ଦାକିନୀ ସାହୁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଦଶମ ଶ୍ରେଣୀର ଭଉଣୀମାନଙ୍କ ଦ୍ବାରା ଗଙ୍ଗାଧର ମେହେରଙ୍କ କବିତାର ସମୂହ ଗାନ ହୋଇଥିଲା ।‌ ସପ୍ତମ ଶ୍ରେଣୀର ଛାତ୍ରୀ ଜ୍ଯୋତିର୍ମୟୀ ଦାଶ ବ୍ୟକ୍ତିଗତ ଗୀତ ଗାନ କରିଥିଲେ। ଆଚାର୍ଯ୍ଯା ଗୀତାଞଳି ସାହୁ ସାମାଜିକ ସଦ୍ଭାବର ପର୍ବ ରକ୍ଷାବନ୍ଧନ ବିଷୟରେ ଅଭିଭାଷଣ ଦେଇଥିଲେ। ଆଚାର୍ଯ୍ୟ ଉମାକାନ୍ତ ଜାଲ ଅମୃତର କବି ରଙ୍ଗାଜୀବ ଗଙ୍ଗାଧର ମେହେରଙ୍କ ସାହିତ୍ୟ ସମ୍ଭାର ଓ ଜୀବନ ଦୃଷ୍ଟି ଉପରେ ଆଲୋକପାତ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଗୋକୁଳ ଚନ୍ଦ୍ର ଷଡ଼ଙ୍ଗୀ ବଳଭଦ୍ରଙ୍କ ଜନ୍ମକଥା ଶିଶୁଙ୍କୁ କହିଥିଲେ । ଆଚାର୍ଯ୍ୟ ଜୟନ୍ତ ପାଣ୍ଡେ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର okil ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like