-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଭାଇଙ୍କ ହାତ ଳରେ ରାକ୍ଷୀ ବାନ୍ଧି ନିଶା ନିବାରଣ ପାଇଁ ଶପଥ କରାଇଲେ ଭଉଣୀ ମାନେ

19-Aug-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ନିଶା ସମାଜ ର ଏକ ବଡ ବ୍ୟାଧି ।ନିଶାକୁ ମଣିଷ ଖାଏ ନାହିଁ । ମଣିଷକୁ ନିଶା ଖାଇଥାଏ। ଥରେ ନିଶା କବଳରେ କବଳିତ ହେଲେ ମଣିଷ ଆଉ ସହଜ ରେ ମୁକୁଳି ପାରେନା । ତେଣୁ ନିଶା ନିବାରଣ ସମାଜ ପାଇଁ ମଙ୍ଗଳ ଏହି ବାର୍ତ୍ତାକୁ ନେଇ ସମ୍ବାଦ ତରଫରୁ ଆୟୋଜିତ  ସାମୁହିକ ରକ୍ଷାବନ୍ଧନ ଅବସର ରେ ଭଉଣୀ ମାନେ ଭାଇ ମାନଙ୍କ ହାତରେ ରାକ୍ଷୀ ବାନ୍ଧି ନିଶା ନିବାରଣ ପାଇଁ ଶପଥ କରାଇଥିଲେ । ବରଗଡ଼ ପୌର ପରିଷଦ ଅନ୍ତର୍ଗତ ରାଣା ପ୍ରତାପ ହାଇସ୍କୁଲ ପରିସର ରେ ସୋମବାର ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଅତିଥି ମାନଙ୍କୁ ରକ୍ଷା ବନ୍ଧନ କରିବା ସହ ଛାତ୍ରୀ ମାନେ ନିଜ ଭାଇ ଛାତ୍ର ମାନଙ୍କ ହାତରେ ସାମୁହିକ ରାକ୍ଷୀ ବାନ୍ଧି ଥିଲେ ।ଏହି ଅବସରରେ ଭାଇ ମାନେ ନିଜକୁ ନିଶା ଠାରୁ ଦୂରେଇ ରଖିବା ପାଇଁ ଭଉଣୀ ମାନଙ୍କୁ ପ୍ରତିଶ୍ରୁତି ଦେବା ସହ ଶପଥ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ବାଦ ସାହିତ୍ୟ ଘରର ସଭାପତି ମନୋରଂଜନ ସାହୁ ,ସମ୍ପାଦକ ଡ଼ ରବିନାରାୟଣ ସାହୁ ଉପ ସଭାପତି ସର୍ଦ୍ଦାର ପ୍ରିତମ ସିଂ ବରିଷ୍ଠ ସଦସ୍ୟ ଡ. ଡୋଳାମଣି ଶତପଥି, ସୁବାସ ସାହୁ,
ସାମ୍ବାଦିକ ତୁଳସୀ ଚରଣ ଦାଶ,କପିଲ ବାଗ ,ସୁନୀତା ମିଶ୍ର,ବବିତା ନାଏକ,ତପସ୍ଵିନୀ ତ୍ରିପାଠୀ ,ସାମାଜିକ କର୍ମୀ ରାଜ୍ କୁମାର ବାଞ୍ଛୋର ସୁଦର୍ଶନ ବାରିକ ନନ୍ଦିତା ସାହୁ ,ବାସମତି ବଞ୍ଛୋର୍ ପ୍ରମୁଖ ଅତିଥି ଗଣ ଉପସ୍ଥିତ ରହି ନିଶା ନିବାରଣ ପାଇଁ ଆରମ୍ଭ ହୋଇଥିବା ଏହି ଉଦ୍ୟମକୁ ଭୂୟସୀ ପ୍ରଶଂସା କରିବା ସହ ଭାରତ ବର୍ଷ ନିଶା ମୁକ୍ତ ଦେଶ ହେଉ ବୋଲି ମତ ପ୍ରକାଶ କରିଥିଲେ। ପରି ଶେଷରେ ଗୋପବନ୍ଧୁ ପୁରୋହିତ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like