-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

କର୍ମଭୂମି ବିଜେପୁରରେ ସ୍ଵଭାବ କବି ଗଙ୍ଗାଧର ଜୟନ୍ତୀ, ଋଷିକବି ଗଙ୍ଗାଧର ଥିଲେ ଭାବ ଓ ଶବ୍ଦର ଯାଦୁକର 

19-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ଋଷିକବି ଗଙ୍ଗାଧର ଥିଲେ ଭାବ ଓ ଶବ୍ଦ ଯାଦୁକର।ପୁଣି ଆଚରଣ ଓ ଉଚ୍ଚାରଣରେ ତାଙ୍କର ଭିନ୍ନତା ନଥିଲା। ତେଣୁ ଗଙ୍ଗାଧର ସାହିତ୍ୟ କାଳଜୟୀ ହୋଇ ପାରିଛି।
ବରଗଡ ଜିଲ୍ଲା କର୍ମଭୂମି ବିଜେପୁରରେ ଖଗେଶ୍ବର ସାହିତ୍ୟ କଳା ପରିଷଦ ପକ୍ଷରୁ ଆୟୋଜିତ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ  ସମାରୋହରେ ଅତିଥିଗଣ ଏହି ମତପ୍ରକାଶ କରିଥିଲେ। ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ଆୟୋଜିତ ଉତ୍ସଵକୁ ସାହିତ୍ୟିକା ପ୍ରମୋଦିନୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ପରିଷଦର ସଭାପତି ମୋହନ ସିଂ କହ୍ନେଇଙ୍କ ଅଧ୍ୟକ୍ଷତାରେ ଜୟନ୍ତୀ ସଭା ଅନୁଷ୍ଠିତ ହୋଇଥିଲା। ସୋହେଲା କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଟେକଚାନ୍ଦ ଦୁଆନ ମୁଖ୍ୟବକ୍ତା ଭାବେ ଯୋଗଦେଇ ଗଙ୍ଗାଧରଙ୍କ ଵିଵିଧ ଵୈଚିତ୍ର ଉପରେ ଏହି ମତପ୍ରକାଶ କରିଥିଲେ। ପ୍ରାଧ୍ୟାପକ ଡକ୍ଟର ପ୍ରଦୀପ କୁମାର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ କାରୁଣ୍ୟତା ହିଁ ଗଙ୍ଗାଧର ସାହିତ୍ୟ ଲୋକପ୍ରିୟତାର ଅନନ୍ୟ ବିଭଵ ବୋଲି  ମତପୋଷଣ କରିଥିଲେ। ସ୍ତମ୍ଭକାର ସୁଶାନ୍ତ କୁମାର ମିଶ୍ର ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗଙ୍ଗାଧରଙ୍କ ମହାନତା ଉପରେ ଆଲୋକପାତ କରିଥିଲେ।ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଛାତ୍ରୀମାନେ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ। ଛାତ୍ରୀ ଗାୟତ୍ରୀ କୁମ୍ଭାର, ଜ୍ୟୋତିର୍ମୟୀ ବେହେରା ଓ ଈଶାରାଣୀ ଗୁରୁ ଗଙ୍ଗାଧର ସାହିତ୍ୟ ଉପରେ ନିଜର ସ୍ଵକୀୟ ମତାମତ ଦେଇଥିଲେ। ଛାତ୍ରୀ ମହିମା ସାହୁ ଗଙ୍ଗାଧର ସଙ୍ଗୀତ ପରିବେଷଣ କରି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରି ଦେଇଥିଲେ। ସହ ସଂପାଦକ ଗୀତିକାର ମକରଧ୍ବଜ ସାହୁ ସ୍ଵାଗତ ଭାଷଣ, ଅଧ୍ୟାପକ ଡ଼କ୍ଟର ଚିନ୍ମୟ ସାହୁ ଉଦ୍ଦେଶ୍ୟ ଜ୍ଞାପନ, ସଂପାଦକ ରାଜେଶ୍ବର ବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ। ବ୍ଲକସ୍ତରୀୟ ଗଙ୍ଗାଧର ସାହିତ୍ୟ ପ୍ରତିଯୋଗିତାର ସଫଳ ପ୍ରତିଯୋଗୀମାନଙ୍କୁ ପ୍ରମାଣ ପତ୍ର ଓ ମେମେଣ୍ଟୋ ଦେଇ ପୁରସ୍କୃତ କରାଯାଇଥିଲା। ଦେବାଶିଷ ମେହେର, ମକରଧ୍ବଜ ମେହେର ଶେଷଦେବ ମେହେର ପ୍ରମୁଖ ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। କଣ୍ଠଶିଳ୍ପୀ ସୁଷମା ଭୋଇ ମେହେର ସଙ୍ଗୀତ ପରିବେଷଣ କରି ସମସ୍ତଙ୍କୁ ବିମୋହିତ କରି ଦେଇଥିଲେ।କଵି ଆଶୁତୋଷ ମହାପାତ୍ର ସମାରୋହକୁ ସଂଯୋଜନା କରିଥିଲେ। ଛାତ୍ରୀ ଈଶିକା ଦେଵତା ସମାରୋପ ସଙ୍ଗୀତ ଗାନ କରିଥିଲେ।କବି ସାବିତ୍ରୀ ମେହେର, ଜଗତଜ୍ଜୀବନ ରାମ ଡନସନା,ଦିଲେଶ ମେହେର, ଶିକ୍ଷା କେନ୍ଦ୍ରର ଅଧ୍ୟକ୍ଷ ବଳରାମ ସାହା, ଶିକ୍ଷକ ଚୂଡାମଣି ତାଣ୍ଡି, ଅଧ୍ୟାପକ ସରୋଜ କୁମାର ପାଣିଗ୍ରାହୀ, ଅଧ୍ୟାପକ ପଞ୍ଚାନନ ମିଶ୍ର, ସୁଶ୍ରୀ ପ୍ରତିମା ଗୁରୁ, ସାମ୍ବାଦିକ ନିରଞ୍ଜନ ତ୍ରିପାଠୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଉପସଭାପତି ହୃଦମଣି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like