-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ର ସାହିତ୍ୟ ଏକାଡେମୀର ପୁସ୍ତକ ଉନ୍ମୋଚନ ଓ କବିସନ୍ଧି କାର୍ଯ୍ୟକ୍ରମ

19-Aug-2024



ଭୁବନେଶ୍ୱର(ପ୍ରେରଣା ଖବର):କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ଥାନୀୟ ବୁ୍ଦ୍ଧ ମନ୍ଦିର ସ୍ଥିତ ପ୍ରେକ୍ଷାଳୟରେ ପୁସ୍ତକ ଉନ୍ମୋଚନ ଏବଂ କବିସନ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ କାର୍ଯ୍ୟକ୍ରମରେ ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତିଙ୍କ ଦ୍ୱାରା ରଚିତ ଇଂରାଜୀ କାବ୍ୟ ଦ୍ରୌପଦୀ: ଦି ଓମେନ୍ ଅନପାରାଗନ୍ଡ ଉନ୍ମୋଚିତ ହୋଇଥିଲା। ଏହାକୁ ଉନ୍ମୋଚନ କରିଥିଲେ ବିଶିଷ୍ଟ  ଭାଷାବିତ୍ ପ୍ରଫେସର ଦେବୀପ୍ରସନ୍ନ

ପଟ୍ଟନାୟକ, ସାହିତ୍ୟ ଏକାଡେମୀର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ଆବାହକ ଡକ୍ଟର ଗୌରହରି ଦାସ ଏବଂ ଲେଖକ ପ୍ରଫେସର ମହାନ୍ତି। ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରକାଶିତ ଏହି ଇଂରାଜୀ କାବ୍ୟ ସଂପର୍କରେ ଲେଖକ ପ୍ରଫେସର ମହାନ୍ତି କହିଥିଲେ ଯେ, ମୂଳ ବ୍ୟାସ ମହାଭାରତକୁ ଆଧାର କରି ରଚିତ ଏହା ଏକ ମୌଳିକ କାବ୍ୟ। ଏଥିରେ ଦ୍ରୌପଦୀଙ୍କୁ ଏକ ଅନନ୍ୟ ସ୍ୱାଧୀନ ଏବଂ ସ୍ୱୟଂସମ୍ପୂର୍ଣ୍ଣ ଚରିତ୍ର ଭାବରେ ବର୍ଣ୍ଣନା କରିଛନ୍ତି। କାବ୍ୟଟିରେ ଦ୍ରୌପଦୀ ସମାଜକୁ ବିଭିନ୍ନ ପ୍ରଶ୍ନ କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ଅନୁଷ୍ଠିତ କବିସନ୍ଧି କାର୍ଯ୍ୟକ୍ରମରେ ଅତିଥି ଭାବରେ ଯୋଗଦେଇ ନିଜ ସାରସ୍ୱତ ଯାତ୍ରା ସମ୍ପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ ବିଶିଷ୍ଟ କବି ଡକ୍ଟର ମମତା ଦାଶ। ଏଥିସହିତ ସେ ସ୍ୱରଚିତ କବିତା ପାଠ କରିଥିଲେ ଏବଂ ଶ୍ରୋତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ। ସେ କହିଥିଲେ ଯେ ଜୀବନର ଦୁଃଖ ସମୟରେ କବିତା ତାଙ୍କୁ ଦୃଢ଼ମନା କରିଥାଏ। ତାଙ୍କୁ ପ୍ରେରଣା ଯୋଗାଇଥିବା ବରିଷ୍ଠ କବିମାନଙ୍କ

ସମ୍ପର୍କରେ ମଧ୍ୟ ସେ ସୂଚନା ଦେଇଥିଲେ। ଉଭୟ କାର୍ଯ୍ୟକ୍ରମରେ ସଭାପତି୍ତ୍ୱ କରିଥିଲେ ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ଆବାହକ ଡକ୍ଟର ଗୌରହରି ଦାସ। ସାହିତ୍ୟ ଏକାଡେମୀ କୋଲକାତା କାର୍ଯ୍ୟାଳୟର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାଏକ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ପବିତ୍ର ମୋହନ କର। ଉଭୟ କାର୍ଯ୍ୟକ୍ରମରେ ବହୁ ସାହିତ୍ୟିକ ଏବଂ ସାହିତ୍ୟପ୍ରେମୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like