-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||     

HOME   ଜିଲ୍ଲା

ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଳିଙ୍ଗ ଙ୍କ ହସ୍ତକ୍ଷେପ ଯୋଗୁଁ ସୁଦୂର ତାମିଲନାଡୁ ରୁ ଆସିଲା ମର ଶରୀର

19-Aug-2024



ଲୋଇସିଂହା, (ପ୍ରେରଣା ଖବର) ଲୋଇସିଂହା ନିର୍ବାଚନ ମଣ୍ଡଳୀ ପୁଇଁତଲା ବ୍ଲକ ରାକ୍ସି ମୁଣ୍ଡା ଗ୍ରାମର ଜଗନ୍ନାଥ ବାଗ କାମ ଅନ୍ୱେଷଣରେ ସୁଦୂର ତାମିଲନାଡୁ ଯାଇଥିଲେ l ସେଠାରେ ସେ କୌଣସି କାରଣରୁ ଗୁରୁତ୍ୱ ଅସୁସ୍ଥ ହୋଇ ଡାକ୍ତର ଖାନାରେ ଭର୍ତି ହୋଇ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା l ଜଗନ୍ନାଥ ବାଗ ଙ୍କ ମର ଶରୀର ଗ୍ରାମକୁ ଆଣିବା ପରିବାର ର ସମ୍ବଳ ର ଅଭାବ ଏଣୁ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଙ୍କୁ ଜଗନ୍ନାଥ ଙ୍କ ପରିବାର ସମେତ ବିଜେପି କର୍ମୀ ବହାଦୁର ନନ୍ଦ ଯୋଗାଯୋଗ କରିଥିଲେ ଯାହାଫଳରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମହାଲିଙ୍ଗ ଉକ୍ତ ବିଷୟକୁ ଗୁରୁତ୍ୱଦେଇ ଗ୍ରାମକୁ କିପରି ମରଶରୀର ଆସିବ ପ୍ରଶାସନ ସହିତ ଲାଗିପଡିଥିଲେ l ଆଜି ମରଶରୀର ଗ୍ରାମକୁ ପହଂଚି ଥିବାରୁ ପରିବାର ସହ ଅଞ୍ଚଳବାସୀ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଳିଙ୍ଗ ଙ୍କୁ ଏହି ମହାନ କାର୍ଯ୍ୟ ପାଇଁ ପ୍ରଶଂସା ସହ ଧନ୍ୟବାଦ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026

You Might Also Like