-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

ଡ଼. ମୌମିତା ଦେବନାଥ ଙ୍କୁ ନ୍ୟାୟ ପ୍ରଦାନ ଦାବି ରେ ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ, ସଚେତନ ନାଗରିକ ମଞ୍ଚ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା।

19-Aug-2024



କୋକସରା (ତ୍ରିନାଥ ବେଶ୍ରା )
କଲିକତା ର ଏକ ଘରୋଇ ଡାକ୍ତରଖାନାରେ ଟ୍ରେନିଂ ନେଉଥିବା ଜଣେ ଯୁବ ମହିଳା ଡାକ୍ତର ଙ୍କୁ ବଳାତ୍କାର ପରେ ବିଭତ୍ସ ହତ୍ୟା ପରେ ସାରା ଦେଶରେ ଡାକ୍ତର ଙ୍କ ସୁରକ୍ଷା ପାଇଁ ଆନ୍ଦୋଳନ ଜାରି ରହିଛି। ଗତ ୯ ତାରିଖରେ ଏହି ସ୍ପର୍ଶକାତର ଘଟଣା ଘଟିଥିଲା ଏହାକୁ ପ୍ରତିବାଦ କରି ଦେଶବ୍ୟାପୀ ଧର୍ମଘଟ ଆନ୍ଦୋଳନ ଜାରି ରହିଛି। ଏହି ଘଟଣା କୁ ପ୍ରତିବାଦ ଓ ବିରୋଧ କରି  ସୋମବାର କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ପକ୍ଷରୁ ବଳାତ୍କାର ଓ ଅମାନୁଷିକ ନିର୍ଯ୍ୟାତନା ରେ ମୃତ ମହିଳା ଡାକ୍ତର ଙ୍କ ଅମର ଆତ୍ମା ର ସଦଗତି ଓ ଦୋଷୀ ଙ୍କ ବିରୋଧ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ରେ କୋକସରା ବ୍ଲକ ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ଓ ସଚେତନ ନାଗରିକ ମଞ୍ଚ ର ମିଳିତ ଆବାହନ ରେ ସଂଧ୍ୟାରେ କୋକସରା ଜଗନ୍ନାଥ ମନ୍ଦିର ରୁ ଡାକ୍ତରଖାନା ଛକ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଏହି ରେଲି ରେ ଶତାଧିକ ଯୁବକ,ସାମ୍ବାଦିକ, ସଚେତନ ନାଗରିକ ସାମିଲ ହୋଇ ଘଟଣା କୁ ଦୃଢ଼ ବିରୋଧ କରିବା ସହ ଦୋଷୀ ଅଭିଯୁକ୍ତ ଙ୍କୁ ଫାଶୀ ଦଣ୍ଡାଦେଶ ଦେବାକୁ ଦାବି କରିଛନ୍ତି।ପରେ ଏକ ଶ୍ରଦ୍ଧାଞ୍ଜଳି ସଭା ରେ ଉପସ୍ଥିତ ସମସ୍ତ ବର୍ଗର ଲୋକେ ମୃତା  ଡ଼. ମୌମିତା ଦେବନାଥ ଙ୍କ ଉଦ୍ଦେଶ୍ୟ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ରେ କୋକସରା ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ର ଡାକ୍ତର ଦେବେନ୍ଦ୍ର ମାଝୀ, ସାମ୍ବାଦିକ ସଙ୍ଘ ର ସଭାପତି ଶରତ ଚନ୍ଦ୍ର ରାଉତ, ଉପ ସଭାପତି ସନତ କୁମାର ପ୍ରଧାନୀ, ସାଧାରଣ ସମ୍ପାଦକ ସୁଧାରାମ ସରାଫ,ସହ ସମ୍ପାଦକ ସୁରେଶ କୁମାର ସାହୁ,କାର୍ଯ୍ୟକାରୀ ସଭାପତି ଦୁଷ୍ମନ୍ତ ପାଟ୍ଟଯୋଶୀ, କୋଷାଧ୍ୟକ୍ଷ ଭୋଳାନାଥ ପଟେଲ, ସାଙ୍ଗଠାନିକ ସମ୍ପାଦକ ଭଦ୍ରାଞ୍ଚଳ ନାଏକ, ସଭ୍ୟ ତ୍ରିଲୋକ୍ୟ ବେଶ୍ରା,କିଶନ ପଟ୍ଟନାୟକ, ତ୍ରିନାଥ ବେଶ୍ରା,ତାପସ ରଞ୍ଜନ ରାୟ,ରୂପେନ୍ଦ୍ର ସୁନାନୀ, ଦିଗାମ୍ବର ନାଗ, ରାଧାକାନ୍ତ ହଂସ, କାମେଶ ନାଗ, ସନ୍ତୋଷ ନାୟକ, ରଞ୍ଜନ କୁମାର ସାହୁ,ପଦ୍ମବନ ବେମାଲ,  ଯୋଗୀନ୍ଦ୍ର ବାରିକ, ସମେତ ସଚେତନ ମଞ୍ଚ ରୁ ସ୍ଥାନୀୟ ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ, ପେନସନ ଗ୍ରାହୀ ସଙ୍ଘ ସଦସ୍ୟ ଶ୍ରୀନିବାସ ପ୍ରଧାନୀ,କେଶବ ଚନ୍ଦ୍ର ନାଏକ,ଦୁର୍ଗା ପ୍ରସାଦ ପ୍ରଧାନୀ,ତ୍ରିନାଥ ଶବର,ପ୍ରମୋଦ ପ୍ରଧାନୀ,ସୁଶାନ୍ତ ବେହେରା,ଶାରଳା ପ୍ରଧାନୀ,ତ୍ରିଭୁବନ ନାଏକ, ଯାଦବ ସମାଜ ସଭାପତି କୋକସରା ବ୍ଲକ ବିନୋଦ ବିହାରୀ ରାଉତ,ବିନୋଦ ସିଂ,କ୍ଷୀରସିନ୍ଧୁ ପ୍ରଧାନୀ,ଜିତାମିତ୍ର ପ୍ରଧାନୀ ଓ ଅନ୍ୟ ସଚେତନ ଯୁବକ ମାନେ ସାମିଲ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like