-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ଗଙ୍ଗାଧର ମେହେର ଜୟନ୍ତୀ ପାଳିତ 

19-Aug-2024



ବରଗଡ଼/ଗାଇସିଲେଟ:(ନିରଞ୍ଜନ ତ୍ରିପାଠୀ)- ଆଜି ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକର ପଲ୍ଲୀ ପ୍ରଗତି ପଞ୍ଚଗାଁ ଉଚ୍ଚବିଦ୍ୟାଳୟ ବରିହାପୁଖାପାଣିରେ ପବିତ୍ର ଶ୍ରାବଣ ପୂର୍ଣ୍ଣିମା ତିଥିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୩ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ସମାରୋହରେ ରାଜ୍ୟ ପୁରସ୍କାର ପାଇଥିବା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲିପ ଯୋଷୀ ମୁଖ୍ୟ ଅତିଥି ଓ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟ ଭୁବନର ଓଡ଼ିଆ ଅଧ୍ୟାପକ ଆଲୋକ ରଂଜନ ଷଡ଼ଙ୍ଗୀ ମୁଖ୍ୟ ବକ୍ତା ରୂପେ ଯୋଗ ଦାନ କରି ଛାତ୍ରଛାତ୍ରୀଙ୍କୁ ଗଙ୍ଗାଧରଙ୍କ ସାହିତ୍ୟକୃତିର ଆଲୋକପାତ କରି ଶିକ୍ଷଣୀୟ ବିଷୟରେ ଉପଦେଶ ଦେଇଥିଲେ। ଏହି ଅବସରରେ ଗଙ୍ଗାଧର ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମନିଷା, ମିଲି, ବର୍ଷା,ସଞ୍ଜନା, ଜାଗୃତି, କୁସୁମ ପ୍ରଭା , ଗାୟତ୍ରୀ, ପ୍ରତିମା ପ୍ରଭୃତିଙ୍କୁ ପୁରସ୍କୃତ କରାଯାଇଥିଲା। ଏହା ପୂର୍ବରୁ ଶିକ୍ଷକ ଗଙ୍ଗାଧର କୁମ୍ଭାର,ରାଧେଶ୍ୟାମ ପଧାନ, ଅଶ୍ଵିନୀ କୁମାର ଦାଶ,ସୁରଥ ଭୋଇଙ୍କ ତତ୍ତ୍ଵାବଧାନରେ ଅତିଥି ମାନଙ୍କ ଦ୍ଵାରା ମା ବାଗ୍ ଦେବୀଙ୍କ ଠାରେ ପୂଜାର୍ଚ୍ଚନା ପୂର୍ବକ ଗଙ୍ଗାଧର ବାଟିକାରେ ପୁଷ୍ପ ମାଲ୍ୟାର୍ପଣ କରି ସମବେତ ଗଙ୍ଗାଧର ସଂଗୀତ ଗାନ କରାଯାଇଥିଲା।  ବରିଷ୍ଠ ଶିକ୍ଷକ ଅରକ୍ଷିତ ବାରିକଙ୍କ ସଂଯୋଜନାରେ ପରିଚାଳିତ ସାରସ୍ଵତ ସଭାରେ ପ୍ରଧାନ ଶିକ୍ଷକ ମୋହନ ରଣା ଅଧ୍ୟକ୍ଷତା କରିଥିବା ବେଳେ ବରିଷ୍ଠ ଶିକ୍ଷକ ବଳରାମ ବଗର୍ତ୍ତି ଧନ୍ୟବାଦ ଅର୍ପଣ କରିଥିଲେ ଓ ଅନ୍ୟାନ୍ୟ ବିଦ୍ୟାଳୟ କର୍ମଚାରୀ ରବିନାରାୟଣ ବେହେରା, ମୁରଲୀଧର ସାହୁ, ସୋମନାଥ ବଗର୍ତ୍ତି, ପୁରନ୍ଦର ସାହୁ ପ୍ରମୁଖ ବିଶେଷ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like