-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ଅସ୍ପାୟାର ଚାରିଟେବୁଲ ଟ୍ରଷ୍ଟ, ଅସ୍ପାୟାର ହସ୍ପିଟାଲ ତଥା ଶହୀଦ ନଗର ଦୁର୍ଗାପୂଜା କମିଟି ଦ୍ୱାରା ବିଶାଳ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

19-Aug-2024



 କଟକ (ପ୍ରେରଣା ଖବର): ଅସ୍ପାୟାର ଚାରିଟେବୁଲ ଟ୍ରଷ୍ଟ ଓ ଅସ୍ପାୟାର ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ତଥା ସହିଦ ନଗର ଦୁର୍ଗାପୂଜା କମିଟି ର ମିଳିତ ଉଦ୍ୟୋଗ ରେ ଏକ ବିଶାଳ ସ୍ୱାସ୍ଥ୍ୟ ଶିବିର ସହିଦ ନଗର ସ୍ଥିତ ଦୁର୍ଗାପୂଜା ମଣ୍ଡପ ଠାରେ ଚଳିତ ମାସ ୧୮ ତାରିଖ ରେ ଅନୁଷ୍ଠିତ ହୋଇଥିଲା l ଏହି ଶିବିର ରେ ଓଡିଶା ତଥା ଓଡିଶା ବାହାରୁ ଆସିଥିବା ବିଭିନ୍ନ ବିଭାଗ ର ବିଶେଷଜ୍ଞ ଙ୍କ ଦ୍ୱାରା ଶତାଧିକ ରୋଗୀ ମାନଙ୍କର ରୋଗର ନିଦାନ ନିରାକରଣ କରିବା ସହିତ ନିଶୁକ୍ଳ ଔଷଧ ବିତରଣ ତଥା ପାଥୋଲୋଜିକାଲ ଇନଭେଷ୍ଟିଗେଶନ ଆଦି କରାଯାଇ ଥିଲା l ଏହି ବିଶାଳ ସ୍ୱାସ୍ଥ୍ୟ ଶିବିର ରେ ବିଶେଷ କରି ବିଭିନ୍ନ ବିଭାଗର ବରିଷ୍ଠ ବିଶେଷଜ୍ଞ ଯଥା : ଡାକ୍ତର ଅମିତାଭ ରଥ (ନ୍ୟୁରୋଲୋଜି ), ଡାକ୍ତର ଈଶ୍ୱର ଚନ୍ଦ୍ର ବେହେରା (ନ୍ୟୁରୋକ୍ରିଟିକାଲ କେୟାର), ଡାକ୍ତର ଅନନ୍ତ କୁମାର ଅଗସ୍ତି (ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି), ଡାକ୍ତର ଅମିତାଭ ଜେନା (ଅଙ୍କୋସର୍ଜରୀ), ଡାକ୍ତର ବନ୍ୟା ଦାସ (ଗାଇନେକଲୋଜି), ଡାକ୍ତର ବିଭୂନ୍ଦେନ୍ଦୁ ମହାପାତ୍ର (ସ୍ପାଇନ ସର୍ଜରୀ), ଡାକ୍ତର ସମୀର ରଞ୍ଜନ ନାୟକ (ଜେନେରାଲ ଲାପାରୋସ୍କୋପିକ ସର୍ଜରୀ) ମାନେ ସେମାନଙ୍କର ବହୁମୂଲ୍ୟ ସମୟ ଦେଇ ସ୍ୱାସ୍ଥ୍ୟ ଶିବିର କୁ ଏକ ଉଚ୍ଚକୋଟିର ସଫଳତା ପ୍ରଦାନ କରିଥିଲେ l ଅସ୍ପାୟାର ଚାରିଟେବୁଲ ଟ୍ରଷ୍ଟ / ଅସ୍ପାୟାର ହସ୍ପିଟାଲ ପକ୍ଷରୁ ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନ ରେ ଏଭଳି ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜନ କରିବା ସହିତ ପ୍ରତ୍ୟେକ ଜିଲ୍ଲାର ଜନସାଧାରଣ ଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିବା ତଥା ଜନସାଧାରଣ କିଭଳି ଏକ ସୁସ୍ଥ ଓ ନିରୋଗ ଜୀବନ ଅତିବାହିତ କରିପାରିବେ ସେ ସମ୍ପର୍କ ରେ ଏକ ଜନ ସଚେତନ ସୃଷ୍ଟି କରାଯିବ ବୋଲି କର୍ତ୍ତୃପକ୍ଷ, ଡାକ୍ତର ଚନ୍ଦ୍ରଭାନୁ ପରିଜା (ଚେୟାରମ୍ୟାନ) ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l 
ବିଶେଷ କରି ବରିଷ୍ଠ ବିଶେଷଜ୍ଞ ମାନଙ୍କ ଯୋଗଦାନ ଯୋଗୁଁ ଏଭଳି ସ୍ୱାସ୍ଥ୍ୟ ଶିବିର ର ସଫଳତା ହୋଇପାରିଛି ବୋଲି ହସ୍ପିଟାଲ ସି ଇ ଓ ଡାକ୍ତର ବିଭୁଦତ୍ତ ମହାପାତ୍ର ସମସ୍ତ ବିଶେଷଜ୍ଞ ମାନଙ୍କୁ ଧନ୍ୟବାଦ ଅର୍ପଣ କରିବା ସହିତ ସ୍ୱାସ୍ଥ୍ୟ ଶିବିର ର ସମସ୍ତ କର୍ମକର୍ତ୍ତା ମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like