-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ବନ୍ଧପାଲି ରେ ୧୬୩ତମ ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ପାଳିତ

20-Aug-2024



ବରପାଲି:(ନିରଞ୍ଜନ ତ୍ରିପାଠୀ)-ବନ୍ଧପାଲି ଗ୍ରାମରେ ୧୬୩ତମ ଗଙ୍ଗାଧର ମେହେର ଜୟନ୍ତୀ ବନ୍ଧପାଲି ଗ୍ରାମବାସୀ ବୃନ୍ଦ , ମେହେର ସମାଜ ଓ ଝାଏଁରେ କଲାପଟା ସାହିତ୍ୟ ସ°ସଦ ର ମିଲିତ ଉଦ୍ୟମ ସହିତ ମହାସମାରୋହରେ ପାଲିତ ହୋଇଯାଇଛି। ପ୍ରଥମେ କବି ଗଙ୍ଗାଧର ମେହେରଙ୍କ ଫଟୋ ଚିତ୍ର ସହିତ ଗ୍ରାମ ପରିକ୍ରମା କରାଯାଇ ଥିଲା । କବି ଗଙ୍ଗାଧର ମେହେରଙ୍କ ଆଳୋଚନା ଚକ୍ର ରେ ସଭାପତି ନବୀନ କିଶୋର ଗହିର ଙ୍କ ସଭାପତିତ୍ବ ରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା।ଝାଏଁରେ କଲାପଟା ସାହିତ୍ୟ କୁଟୁମ୍ ର ସମ୍ପାଦକ ଭରତ ନାଏକ ସ୍ଵାଗତ ଭାଷଣ ସହିତ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ । ବନ୍ଧପାଲି ଶିଶୁ ମନ୍ଦିରର ଭଉଣୀ ମାନଙ୍କ ଦ୍ବାରା ପ୍ରାଥମିକ ସଙ୍ଗିତ ଗାନ କରାଯାଇଥିଲା ।ମୂଖ୍ୟ ବକ୍ତା ଅଧ୍ୟାପକ ସୁଶାନ୍ତ କୁମାର ମିଶ୍ରଙ୍କ ଗଙ୍ଗାଧର କାବ୍ୟ ଉପରେ ଆଲୋଚନା ଦର୍ଶକ ଙ୍କ ମନ କୁ ଛୁଇଁ ପାରିଥିଲା । ମୂଖ୍ୟ ଅତିଥି ପଦ୍ମ ଶ୍ରୀ ଡଃ ହଲଧର ନାଗ ଙ୍କ ସ୍ବରଚିତ ''ଋଷି କବି ଗଙ୍ଗାଧର '' କାବ୍ୟ ର ଆଲୋଚନା ସହିତ ସମ୍ବଲପୁରୀ ଶାଢ଼ୀ ବିଷୟ ରେ ବହୁତ ସୁନ୍ଦର କବିତା ଗାନ କରି ଲୋକଙ୍କ ମନ କୁ ଜିଣି ପାରିଥିଲେ। ସମ୍ମାନିତ ଅତିଥି ଭାବେ ଗ୍ରାମ ର ଗୈାତିଆ ଜିତ ସାହୁ,ସନ୍ତୋଷ ଦାଶ ,ଓ ବନ୍ଧପାଲି ଗ୍ରାମର ସରପଞ୍ଚ ରମେଶ ମେହେର ଯୋଗଦାନ କରିଥିଲେ।ସଭା ପରିଚାଳନାରେ ସହଯୋଗ କରିଥିଲେ ହରିହର ମେହେର, ଧନେଶ୍ଵର ମେହେର, ବିନାୟକ ମେହେର, ଲକ୍ଷ୍ମୀ ମେହେର,ନବୀନ ମେହେର,ମୋତିରାମ ମେହେର, ଭାଗିରଥି ବିଭାର, ଲଲିତ ମେହେର, ଦିଗାମ୍ବର ମେହେର ,ହିରାଧର ମେହେର,ଭଲଟୁ ମେହେର,ଟିକେଶ୍ଵର ମେହେର,ହେମସାଗର ମେହେର,କମଳ ପ୍ରସାଦ ମେହେର, ଓ ଯୁଧିଷ୍ଠିର ମେହେର। ଶେଷରେ ଦୁତିଆ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like