-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ରାକ୍ଷୀକୁ ଶକ୍ତି, ବିଶ୍ୱାସ, ରକ୍ଷା ଓ ବିଜୟର ପ୍ରତୀକ ବୃକ୍ଷ ରକ୍ଷାବନ୍ଧନ ଉତ୍ସବ

19-Aug-2024



ବଲାଙ୍ଗୀର, ତା. ୧୯/୦୮ (ପ୍ରେରଣା ଖବର )  : ରାକ୍ଷୀକୁ ଶକ୍ତି, ବିଶ୍ୱାସ, ରକ୍ଷା ଓ ବିଜୟର ପ୍ରତୀକ ବୋଲି କୁହାଯାଏ ।ବନ୍ଧନ ହେଉଛି ସ୍ନେହ, ପ୍ରେମ ଏବଂ ପ୍ରତିଜ୍ଞାର ।  ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ ଲୋକଙ୍କ ଚାହିଦା ଏବଂ ଆବଶ୍ୟକ ପୂରଣ ନେଇ ଜଙ୍ଗଲ କ୍ରମଶଃ ହ୍ରାସ ପାଇବାକୁ ବସିଲାଣି ତେବେ ଏଭଲି ସମୟରେ ସବୁଜ ବିକଳ୍ପ ପାଇଁ ବିଭନ୍ନ ପ୍ରୟାସ ଜାରି ରଖିଛନ୍ତି । ବୃକ୍ଷ ଆମକୁ ସୁରକ୍ଷା ଦେଉଛି ତେଣୁ ବୃକ୍ଷରକୁ  ବଲାଙ୍ଗୀର ଜିଲ୍ଲା ଡେଙ୍ଗ ହାଇସ୍କୁଲର ଜୁନିୟର ରେଡ଼କ୍ରସ ସ୍ୱେଚ୍ଛାସେବୀମାନେ ଵୃକ୍ଷକୁ ରାକ୍ଷୀ ବନ୍ଧନ କରି ବୃକ୍ଷର ଦୀର୍ଘାୟୁ କାମନା କଲେ ।

ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ବୃକ୍ଷ ରକ୍ଷାବନ୍ଧନ ଉତ୍ସବ କାର୍ଯ୍ୟମକୁ ପ୍ରକୃତିବନ୍ଧୁ ଶିକ୍ଷକ ତଥା ଜୁନିୟର ରେଡ଼କ୍ରସ  କାଉନସେଲର ରାମନାରାୟଣ ଦାଶ ସଂଯୋଜନା କରିଥିଲେ । ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳନ ପରେ   ଜୁନିୟର ରେଡ଼କ୍ରସ ସ୍ୱେଚ୍ଛାସେବୀ ସୌଦାମିନୀ ରଣା, ମହିମା ରଣା, ଏଞ୍ଜଳ ସାଗର, ଅବିଗଲ ନାଗ, ବର୍ଷା ରଣା, ପ୍ରଣତି କୁମ୍ଭାର, ଧରିତ୍ରୀ କୁମ୍ଭାର ପ୍ରମୁଖ ବିଦ୍ୟାଳୟ ପରିସର ମଧ୍ୟରେ ଥିବା ବୃକ୍ଷ ଗୁଡିକ ପୂଜା କରିବା ସହ ରାକ୍ଷୀ ପିନ୍ଧାଇ ଥିଲେ ।

ଶିକ୍ଷକ ସୁଦର୍ଶନ ଦାଶ  କୃପାସିନ୍ଧୁ ମିଶ୍ର, ହିମାଂଶୁ ଶେଖର ବିଶ୍ୱାଳ, ଲିଙ୍ଗରାଜ ନନ୍ଦ, ଶିକ୍ଷୟିତ୍ରୀ  ରେଣୁକା ସାହୁ, ଶିବାନୀ ମଲ୍ଲିକ, ଜୁନିଅର ଆସିଷ୍ଟାଣ୍ଟ ଅବିନାଶ ଭୋଇ  ତଥା ଅନ୍ୟ ଛାତ୍ରଛାତ୍ରୀ  ଉପସ୍ଥିତ ରହି ସହଯୋଗ କରିଥିଲେ ।  କାର୍ଯ୍ୟକ୍ରମକୁ  ଶିକ୍ଷୟିତ୍ରୀ   ଗାୟତ୍ରୀ ବାରିକ ପରିଚାଳନା କରିଥିଲା ବେଳେ ଶିକ୍ଷୟିତ୍ରୀ ତପସ୍ୱିନୀ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like