-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||     

HOME   ଜିଲ୍ଲା

ଘୁନା ହାଇସ୍କୁଲରେ ବୃକ୍ଷ ରକ୍ଷାବନ୍ଧନ ଉତ୍ସବ

19-Aug-2024



ବଲାଙ୍ଗୀର, ତା. ୧୯/୦୮ ( ପ୍ରେରଣା ଖବର ) :  ବଲାଙ୍ଗୀର ଜିଲ୍ଲା ଗୁଡ଼ଭେଳା ବ୍ଲକ ଅନ୍ତର୍ଗତ ଘୁନା ହାଇସ୍କୁଲର ଜୁନିୟର ରେଡ଼କ୍ରସ ତରଫରୁ ବୃକ୍ଷ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ସଦାଶିବ ମହାନନ୍ଦଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ବୃକ୍ଷ ରକ୍ଷାବନ୍ଧନ ଉତ୍ସବ କାର୍ଯ୍ୟମକୁ  ଜୁନିୟର ରେଡ଼କ୍ରସ  କାଉନସେଲର ପ୍ରଭାକର ଛନ୍ଦ ସଂଯୋଜନା କରିଥିଲେ । ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳନ ପରେ   ଜୁନିୟର ରେଡ଼କ୍ରସ ସ୍ୱେଚ୍ଛାସେବୀ  ବିଦ୍ୟାଳୟ ପରିସର ମଧ୍ୟରେ ଥିବା ବୃକ୍ଷ ଗୁଡିକ ପୂଜା କରିବା ସହ ରାକ୍ଷୀ ପିନ୍ଧାଇ ଥିଲେ ।

ରାକ୍ଷୀକୁ ଶକ୍ତି, ବିଶ୍ୱାସ, ରକ୍ଷା ଓ ବିଜୟର ପ୍ରତୀକ ବୋଲି କୁହାଯାଏ ।ବନ୍ଧନ ହେଉଛି ସ୍ନେହ, ପ୍ରେମ ଏବଂ ପ୍ରତିଜ୍ଞାର ।  ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ ଲୋକଙ୍କ ଚାହିଦା ଏବଂ ଆବଶ୍ୟକ ପୂରଣ ନେଇ ଜଙ୍ଗଲ କ୍ରମଶଃ ହ୍ରାସ ପାଇବାକୁ ବସିଲାଣି ତେବେ ଏଭଲି ସମୟରେ ସବୁଜ ବିକଳ୍ପ ପାଇଁ ବିଭନ୍ନ ପ୍ରୟାସ ଜାରି ରଖିଛନ୍ତି । ବୃକ୍ଷ ଆମକୁ ସୁରକ୍ଷା ଦେଉଛି ତେଣୁ ବୃକ୍ଷକୁ  ବଲାଙ୍ଗୀର ଜିଲ୍ଲା ଘୁନା ହାଇସ୍କୁଲର ଜୁନିୟର ରେଡ଼କ୍ରସ ସ୍ୱେଚ୍ଛାସେବୀମାନେ ଵୃକ୍ଷକୁ ରାକ୍ଷୀ ବନ୍ଧନ କରି ବୃକ୍ଷର ଦୀର୍ଘାୟୁ କାମନା କଲେ ।

କାର୍ଯ୍ୟକ୍ରମରେ ଶିକ୍ଷକ ଲୋକନାଥ ପୁଟା,ସ୍ବର୍ଣ୍ଣକାନ୍ତି ମାଝୀ ଓ ସ୍ୱେଚ୍ଛାସେବୀ ବିଦ୍ୟାର୍ଥୀ ସୁବାଶିଷ ସର୍ବ, ରାଜେଶ ବେହେରା, ପ୍ରହଲ୍ଲାଦ ରଣା, ପ୍ରକାଶ ରଣା, ମନୀଷା ଶେଳମା, ଗୀତିକା ରଣା କଲ୍ୟାଣୀ ମନହିରା, ସୁନିତା, ଲିଜ଼ା ରଣା ଆଦି ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ  ଶିକ୍ଷୟିତ୍ରୀ  ଲିକି ପ୍ରଧାନ ପରିଚାଳନା କରିଥିଲା ବେଳେ ଶିକ୍ଷକ  ଶରତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   29-Apr-2026

You Might Also Like