-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ଉଲୁଣ୍ଡାରେ ଉଚ୍ଚ ରକ୍ତଚାପ ସଚେତନେତା ସଭା ଅନୁଷ୍ଠିତ

20-Aug-2024



(ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଉଚ୍ଚ ରକ୍ତଚାପ ସଂପର୍କିତ ଏକ ସଚେତନତା ସଭା ଉଲୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସ୍ଥିତ ସଭାଗୃହ ଠାରେ ଅନୁଷ୍ଠିତ ହୋଇ ଯାଇଛି। ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡ଼ାକ୍ତର ମୁକେଶ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଅତିଥିଭାବେ ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ଏବଂ ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ମଂଚ଼ାସୀନ ଥିଲେ। ସନ୍ତୁଳିତ ଆହାର, ନିୟମିତ ବ୍ୟାୟାମ  ସହ ମାଦକ ଦ୍ରବ୍ୟ ତ୍ୟାଗ ଦ୍ୱାରା ଆମେ ଉଚ୍ଚ ରକ୍ତଚାପ ପରି ନୀରବ ଘାତକ ରୋଗରୁ ନିଜକୁ ଦୂରେଇ ପାରିବା  ବୋଲି ମଂଚାସୀନ ଅତିଥିମାନେ ମତ ପ୍ରକାଶ କରିଥିଲେ । ଏହା ବ୍ୟତୀତ ୩୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ବ୍ୟକ୍ତି ଅଣସଂକ୍ରାମକ ରୋଗ ନିରୂପଣ ପାଇଁ ନିଜ ଆଶାକର୍ମୀଙ୍କ ସହ ଯୋଗାଯୋଗ କରିବାକୁ ସଭାରେ ସୂଚନା ଦିଆ ଯାଇଥିଲା । ସଭାରେ ବରିଷ୍ଠ ନାଗରୀକଙ୍କ ସମେତ ୩୦ ବର୍ଷରୁ ଉର୍ଦ୍ଧ୍ବ ବୟସର ବ୍ୟକ୍ତି ଏବଂ ସ୍ୱାସ୍ଥ୍ୟକେନ୍ଦ୍ରର କର୍ମଚାରୀମାନେ ଯୋଗ ଦେଇଥିଲେ । ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରଶାନ୍ତ କୁମାର ମେହେର ସ୍ୱାଗତ ଜଣାଇଥିବା ବେଳେ ସ୍ୱାସ୍ଥ୍ୟକର୍ମୀ ରାଜେଶ କୁମାର ମେଣ୍ଡେଳୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ଆୟୋଜନରେ ପରିତୋଷ ହୋତା ଏବଂ ମିଲୁ ମେହେର ପ୍ରମୂଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like