-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

20-Aug-2024



ବରଗଡ଼/ସୋହେଲା(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ପଦ୍ମପୁର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ,ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ନିରୁପମା ଷଡଙ୍ଗୀଙ୍କ ସମେତ ବ୍ଲକ ଅଧ୍ୟକ୍ଷା ବବି ପ୍ରଧାନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ ଆଦି ସମସ୍ୟା ଉପରେ ଅଧାରିତ ସମୁଦାୟ ୬୩ ଗୋଟି  ଅଭିଯୋଗ ମଧ୍ୟରୁ ୪୫ ଗୋଟି ବ୍ୟକ୍ତିଗତ, ୧୭ ଗୋଟି ସାମୁହିକ ଏବଂ ୦୧ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଧାରିତ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ବରଗଡ଼ ପ୍ରହଲ୍ଲାଦ ଖୋସଲା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like