-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଭୀମ ଭୋଇଙ୍କ ଜନ୍ମ ସ୍ମୃତି ପୀଠରେ ନବାନ୍ନ ଉତ୍ସବ

20-Aug-2024



ବୀରମହାରାଜପୁର ( ବିନୋଦ ପାଣ୍ଡେ)ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ସ୍ଥିତ ସନ୍ଥକବି ଭୀମ ଭୋଇଙ୍କ ଜନ୍ମ ସ୍ମୃତି ପୀଠରେ ପ୍ରତି ବର୍ଷ ଭଲି ଚଳିତବର୍ଷ ମଧ୍ୟ ମଙ୍ଗଳବାର ମହିମା ଧର୍ମାବଲମ୍ବୀ ସାଧୁସନ୍ଥ ମାନେ ନବାନ୍ନ ଉତ୍ସବ ପାଳନ କରିଛନ୍ତି। ବାବା ଜୟ ବାଦି ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉତ୍ସବରେ ବିଭିନ୍ନ ଜିଲ୍ଲାରୁ ବହୁ ସାଧୁସନ୍ଥ ଯୋଗଦେଇ ଥିଲେ। ଶ୍ରାବଣ ପୂର୍ଣ୍ଣିମା ସୋମବାର ସକାଳ ଠାରୁ ଉପବାସ ଓ ଉଜାଗର ରହି ସନ୍ଧ୍ୟାରେ  ଅଖଣ୍ଡ ବ୍ରାହ୍ମ ଧ୍ୱନି ରେ ବିଶ୍ଵ କଲ୍ୟାଣ ପାଇଁ ଘୃତାହୁତି ଅର୍ପଣ,ଆଠ ଭଜନ, ଅବକାଶ ଜଣାଣ, ଦର୍ଶନ ସ୍ତୁତି ପ୍ରାର୍ଥନା ଓ ପ୍ରଭୁନାମ ଭଜନ ଜଣାଣ ଅନୁଷ୍ଠିତ ହୋଇଥିଲା। ମଙ୍ଗଳବାର ସକାଳେ ବ୍ରାହ୍ମ ମୁହୂର୍ତ୍ତରେ ସପ୍ତମୃତ ପଣା ସହ ଅନ୍ନହାଣ୍ଡି ଶ୍ଵନ୍ୟକୁ ବଢ଼ାଇ ଶୁନ୍ୟ ବ୍ରହ୍ମଙ୍କୁ ନବାନ୍ନ ଅର୍ପଣ କରାଯାଇଥିଲା। ମହିମା ଅଲେଖ ଧ୍ବନିରେ ପରିବେଶ ଉତ୍ସବ ମୁଖରିତ ହୋଇ ଉଠିଥିଲା। ଏବଂ ସମସ୍ତ ମହିମା ଧର୍ମାବଲମ୍ବୀ ନବାନ୍ନ ଭକ୍ଷଣ କରିଥିଲେ। ସମସ୍ତେ ନବାନ୍ନ ଭକ୍ଷଣ କଲାପରେ ପୂଜ୍ୟ ସାଧୁଙ୍କୁ ଶରଣ ମାନ୍ୟ କରି ଆଶୀର୍ବାଦ କାମନା କରିବା ସହ ପରସ୍ପର ମଧ୍ୟରେ ଶରଣ ମାନ୍ୟ କରିଥିଲେ। ବାସ୍ତବିକ ଜୀବନରେ ଠିକ ରାସ୍ତା ରେ ନେବାକୁ ହେଲେ ଧର୍ମର ଆବଶ୍ୟକତା ରହିଛି।ଯୁଗେ ଯୁଗେ ମଣିଷ ସମାଜକୁ ସତ୍ୟ, ଶାନ୍ତିରେ ଜୀବନ ଯାପନ କରିବା ସହିତ ମନରେ ସ୍ନେହ, ପ୍ରେମ, ଶ୍ରଦ୍ଧା , ଭକ୍ତି ଭାବ ଜାଗ୍ରତ କରିବା ପାଇଁ ଅନେକ ଧର୍ମ ଓ ଧର୍ମ ପ୍ରଚାରକ ଙ୍କ ଆବିର୍ଭାବ ଘଟିଛି। ତା ମଧ୍ୟରୁ ଅଲେଖ ମହିମା ଧର୍ମ ଏକ ସର୍ବ ପୁରାତନ ଧର୍ମ। ଏହି ଧର୍ମର ପ୍ରତିଷ୍ଠାତା ହେଉଛନ୍ତି ମହିମା ଗୋସାଇଁ। ତତ୍ ସହିତ ଅନ୍ୟତମ ଶିଷ୍ୟ ତଥା ଧର୍ମ ପ୍ରଚାରକ ହେଉଛନ୍ତି ସନ୍ଥକବି ଭୀମ ଭୋଇ।‌ ସନ୍ଥକବି ଙ୍କ ବାଣୀ 'ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ' ଚିର ସ୍ମରଣୀୟ ଓ ବନ୍ଦନୀୟ।  ଏହି ମହିମା ଧର୍ମ ପରମ୍ପରା ଅନୁସାରେ ବୈଶାଖ ପୂର୍ଣ୍ଣିମା, ଶ୍ରାବଣ ପୂର୍ଣ୍ଣିମା, କାର୍ତ୍ତିକ ପୂର୍ଣ୍ଣିମା, ସ୍ବତନ୍ତ୍ର ମହତ୍ତ୍ଵ ରହିଛି।ଏଥିରେ ଉତ୍ତମ ବାଦୀ,କୁବେର ବାଦୀ,ବଳୀୟାର ବାଦୀ,ବାବା  ମଙ୍ଗଳ ବାବା, ଭଜମନ ଜଗଦଳା, ରାଜେନ୍ଦ୍ର ଜଗଦଲା,ଶ୍ୟାମ ଭକ୍ତ, କୁମର ଲୁହା, ଅରୁଣ ବାଦୀ ଓ ଅଞ୍ଚଳର ଅନ୍ୟାନ୍ୟ ଭକ୍ତ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like