-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସୁବଳୟାରେ ଝୁଲଣ ଯାତ୍ରା ଉଦଯାପିତ - ସୁସଜ୍ଜିତ ବିମାନରେ ରାଧାକୃଷ୍ଣ ନଗର ପରିକ୍ରମା - ବିଶେଷ ଆକର୍ଷଣ ଥିଲା ମହିଳା ସଂକୀର୍ତ୍ତନ

20-Aug-2024



ବୀରମହାରାଜପୁର (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଠାରେ ପ୍ରସିଦ୍ଧ ୧୧୭ ତମ ଝୁଲଣ ଯାତ୍ରା ଉଦଯାପିତ ହୋଇଯାଇଛି। ଗତ ୭ ଦିନ ଧରି ସୁବଳୟା ବିଭିନ୍ନ କ୍ଳବ ଓ ମନ୍ଦିର ରେ ଭଗବାନ ରାଧାକୃଷ୍ଣ ଙ୍କୁ ସୁସଜ୍ଜିତ ଦୋଳିରେ ବସାଇ ପୂଜା କରିବା ସହ ପ୍ରତିଦିନ ସବୁ ମନ୍ଦିରରେ ଭାଗବତ ପାରାୟଣର ଆୟୋଜିତ ହୋଇଥିଲା। ଶ୍ରାବଣ ପୂର୍ଣ୍ଣିମା ଦିନ ସୁସଜ୍ଜିତ ରଥରେ ବିରାଜମାନ କରି ରାଧାକୃଷ୍ଣ ଙ୍କ ଯୁଗଳ ପ୍ରତିମା କୁ ନେଇ ଏକ ଆଧ୍ୟାତ୍ମିକ ପରିବେଶରେ ନାମ ସଂକୀର୍ତ୍ତନ ତାଳରେ ରାତି ପର୍ଯ୍ୟନ୍ତ ସହର ପରିକ୍ରମା କରିଥିଲେ।‌ ଏଥିରେ ସୁବଳୟା ସମସ୍ତ ସାଂସ୍କୃତିକ ଅନୁଷ୍ଠାନ,ବଡ ଦାଣ୍ଡର  ବୀର ବଜରଙ୍ଗ କ୍ଲବ୍, ସାନ ଦାଣ୍ଡର ଶ୍ରୀରାମ ଚନ୍ଦ୍ର କ୍ଳବ, ଧୀବର ପଡା  ବାବା ଅବଧୂତ କ୍ଳବ, ବଳଦେବ କ୍ଳବ‌ ଓ ଗଡଭିତର ର ଭଗବତ କ୍ଳବ ସମେତ ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ଏଥିରେ ଅଂଶଗ୍ରହଣ କରିଥିଲେ। ନଗର ପରିକ୍ରମା ସମୟରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରୁ ବଛା ବଛା ସଂକୀର୍ତ୍ତନ ମଣ୍ଡଳୀ, ମହିଳା ସଂକୀର୍ତ୍ତନ, ରେକର୍ଡ ଡାନ୍ସ ଆଦି ପରିବେଷତ ହୋଇଥିଲା। ଯାତ୍ରାରେ ସ୍ଥାନୀୟ  ବ୍ଳକ ଉପାଧ୍ୟକ୍ଷ‌ ସମେତ ବିଭିନ୍ନ ଜନପ୍ରତିନିଧି ସାମିଲ ହୋଇଥିଲେ। ଶାନ୍ତି ଶୃଙ୍ଖଳା ପାଇଁ ସୁବଳୟା ଥାନା ଅଧୀକାରୀ ସୁଶାନ୍ତ ପ୍ରଧାନ ଙ୍କ ନେତୃତ୍ବରେ ଗୋଟିଏ ପ୍ଳାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like