-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

20-Aug-2024



ନୂଆପଡା (ରାମନାଥ ପଣ୍ଡା)
ଖରିଆର ପଞ୍ଚାୟତସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାସ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଯୋଗଦେଇ ସମସ୍ତ ଅଭିଯୋଗର  ସମାଧାନ କରିଥିଲେ। ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ପ୍ରଥମ ଥର ପାଇଁ ବ୍ଲକରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ସ୍ଥାନ , ଛାୟା ଓ ପିଇବା ପାଣି ସୁବିଧା ହୋଇଥିବା ବେଳେ ଉପଯୁକ୍ତ ବ୍ୟବସ୍ଥା ଥିବା ଦେଖି ଅଭିଯୋଗକାରୀ ଖୁସି ବ୍ୟକ୍ତ କରିଛନ୍ତି। ସମୁଦାୟ ୫୬ ଗୋଟି ଅଭିଯୋଗ ମଧ୍ୟରୁ ୪୭ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୯ ଟି  ଗୋଷ୍ଠୀଗତ ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏହି ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ। ଆଜିର ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲାପାଳ ସୁବାଷ ଚନ୍ଦ୍ର ରଇତ, ବନଖଣ୍ଡ ଅଧିକାରୀ ଅଜିଜ ଖାନ, ବିଡ଼ିଓ ଵୀରସେନ ବେହେରା, ତହସିଲଦାର ନର୍ସିଂଙ୍ଗ ଗଡବା, ବ୍ଳକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ।
ଭବିଷ୍ୟତରେ ଏହି ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ଆହୁରି ବ୍ୟାପକ କରିବା ସହିତ ସମସ୍ୟାର ତୁରନ୍ତ ସମାଧାନ କରିବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026

You Might Also Like