-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||     

HOME   ରାଜ୍ୟ

୨୭ଟି ଜିଲ୍ଲା ପାଇଁ ନୂଆ ୮୪ଟି ୧୦୮ ଆମ୍ବୁଲାନ୍ସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

01-Jan-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ)-  ଆହୁରି ସଶକ୍ତ ହେଲା ଆମ୍ବୁଲାନ୍ସ ସେବା ।  ପୂର୍ବରୁ ୮୪ଟି ୧୦୮ ଆମ୍ବୁଲାନ୍ସ କିଣିବାକୁ ସ୍ବାସ୍ଥ୍ୟ ବିଭାଗକୁ କୁହାଯାଇଥିବା ବେଳେ ଆଜି  ରାଜ୍ୟରେ ୨୭ଟି ଜିଲ୍ଲା ପାଇଁ ୮୪ଟି ୧୦୮ ଆମ୍ବୁଲାନ୍ସ ଲୋକାର୍ପିତ ହୋଇଛି । ଭିସି ଜରିଆରେ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଆମ୍ବୁଲାନ୍ସ ରୁ ସର୍ବାଧିକ ୧୧ଟି ଆମ୍ବୁଲାନ୍ସ ବାଲେଶ୍ୱର ଜିଲ୍ଲାକୁ ପଠାଯିବ । ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବା ଦ୍ୱାରା ଲକ୍ଷାଧିକ ଲୋକ ଉପକୃତ ହେଉଛନ୍ତି । ରାଜ୍ୟରେ ଲୋକଙ୍କୁ ଉନ୍ନତ ଓ ତ୍ୱରିତ ସ୍ବାସ୍ଥ୍ୟସେବା ଯୋଗାଇବା ସରକାରଙ୍କ ଲକ୍ଷ୍ୟ ।

     ପୂର୍ବରୁ ରାଜ୍ୟରେ ୫୨୦ଟି ୧୦୮ ଆମ୍ବୁଲାନ୍ସ ଗଡ଼ୁଥିବାବେଳେ ବର୍ତ୍ତମାନ ୬୦୪ଟି ୧୦୮ ଆମ୍ବୁଲାନ୍ସ ସେବା ଲୋକମାନଙ୍କ ନିକଟରେ ପହଁଛି ପାରିବ । ଏଗୁଡ଼ିକୁ ମୁଖ୍ୟତଃ ଦୁର୍ଘଟଣାପ୍ରବଣ ସ୍ଥାନଗୁଡ଼ିକରେ ରଖାଯିବ । ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ଯେଉଁଠି ଅଧିକ ଦୁର୍ଘଟଣା ଘଟୁଛି ସେହି ଅଞ୍ଚଳରେ ଆମ୍ବୁଲାନ୍ସ ସେବା ଯେପରି ତୁରନ୍ତ ମିଳିବ ସେନେଇ ଏହି ନିଷ୍ପତ୍ତି ନିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026

You Might Also Like