-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ଲୋକେ ବୁଝିଲା ପରେ ଔଷଧ ସେବନ କଲେ,  ସଚେତନତା ସୃଷ୍ଟି ପାଇଁ ତାଲପଦର ଗ୍ରାମରେ ଅନୁଧ୍ୟାନକାରୀ ଦଳ

20-Aug-2024



ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲାରେ ଗତ ତା ୧୦.୦୮.୨୦୨୪ ରିଖ ଠାରୁ ଫେଲେରିଆ ରୋଗକୁ ଜିଲ୍ଲାରୁ ସମ୍ପୂର୍ଣ୍ଣ ମୂଳ ଉତ୍ପାଟନ ପରିପ୍ରେକ୍ଷୀରେ ବ୍ୟାପକ ଭାବେ ଅଭିଯାନ ଚାଲିଥିବା ବେଳେ, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଅଧିନସ୍ଥ ତାଲପଦର ଗ୍ରାମପଞ୍ଚାୟତରେ ତାର ବ୍ୟତିକ୍ରମ ଦେଖିବାକୁ ମିଳିଛି।ତା ୧୦.୦୮.୨୦୨୪ ରୁ ତା ୧୯.୦୮.୨୦୨୪ ରିଖ ଅବଧି ଭିତରେ ମାତ୍ର ୫୦% ଲୋକ ସାମୁହିକ ଔଷଧ ଯଥା-ଡି.ଇ.ସି, ଆଲବେଣ୍ଡାଜଲ, ଆରଭରମେକ୍ଟିନ ବଟିକା ଖାଇଥିବା ବେଳେ ଆଉ ୫୦% ଲୋକେ ଏହି ମାରାତ୍ମକ ଫାଇଲେରିଆ ବା ବାତଜ୍ୱର ର ଔଷଧ ସେବନରୁ ବଞ୍ଚିତ ଅଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗୋଷ୍ଠୀ ସ୍ୱାସ୍ଥ୍ୟ ଚିକିତ୍ସାଧିକାରୀ ଡ଼ା.ସୁଶାନ୍ତ ମେହେର ଏକ ଅନୁଧ୍ୟାନ ଟିମ ଗଠନ କରି ତାଲପଦର ଗ୍ରାମରେ ଜନସଚେତନତା ପାଇଁ

ପଠାଇଥିଲେ।ଏଇ ଅନୁଧ୍ୟାନକାରୀ ଦଳ ଗ୍ରାମରେ ପହଞ୍ଚି ଜନସଚେତନତା କରିବା ସହ ଲୋକଙ୍କୁ ଜାତୀୟ ଭେକ୍ଟର ବାହିତ ରୋଗ ସମ୍ପର୍କରେ ପ୍ରାଞ୍ଜଳ ଭାବେ ବୁଝାଇଲା ପରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ସାମୁହିକ ଔଷଧ ସେବନ କେନ୍ଦ୍ର ରେ ଲୋକେ ସ୍ୱତଃ ପ୍ରବୃତ ଭାବେ ଯାଇ ସର୍ବସମ୍ମୁଖରେ ଔଷଧ ସେବନ କରିଥିଲେ।ଏହି ଅନୁଧ୍ୟାନ କାରୀ ଦଳରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଭି.ବି.ଡି.ଟି.ଏସ ଡୋଲାମଣୀ ଦାସ,ବି.ପି.ଏମ ବିଜୟ କୁମାର ସରାଫ ପ୍ରମୁଖ ଥିବାବେଳେ, ତାଲପଦର ସ୍ୱାସ୍ଥ୍ୟ ଉପକେନ୍ଦ୍ରର ମହିଳା ସ୍ୱାସ୍ଥ୍ୟ କର୍ମୀ ସ୍ୱପ୍ନାରାଣୀ ପଧାନ, ଅଙ୍ଗନବାଡି କର୍ମୀ ସୋନାଲି ସାହୁ,ବିମଳା ପଧାନ,ଅଞ୍ଜଳୀ ଭରାସାଗର,ଦିପାଞ୍ଜଳୀ ରଣା ଓ ଆଶାକର୍ମୀ ସରୋଜିନୀ ପଧାନ,ପ୍ରତିମା ମଲ୍ଲିକଙ୍କ ସହଯୋଗ ରେ ଗ୍ରାମବାସୀ ରୋଗ ସମ୍ପର୍କରେ ବୁଝିଲା ପରେ ବହୁ ସଂଖ୍ୟାରେ ଆସି ଔଷଧ ସେବନ କରିବା ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like