-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||     

HOME   ରାଜ୍ୟ

କାଲି ଠୁ ଓଡ଼ିଶା ସମତେ ସବୁ ରାଜ୍ୟରେ କୋରୋନା ଟିକାକରଣର ଡ୍ରାଏ ରନ

01-Jan-2021



ଭୁବନେଶ୍ୱର,(ଶୁଭାଶିିଷ ନାୟକ) - କରୋନା ଟିକା ପାଇଁ Co-WIN ଆପ୍‌ରେ ପଞ୍ଜୀକରଣ କରିବା ଜରୁରୀ ବୋଲି ସୂଚନା ମିଳିଛି। କୁହାଯାଇଛି,ପଞ୍ଜୀକରଣ ପାଇଁ ୧୨ ପ୍ରକାର ପରିଚୟପତ୍ର ଦେଖାଇବା ଜରୁରୀ।

     ଜାନୁଆରୀ ୨ ତାରିଖରୁ ଅର୍ଥାତ ଆସନ୍ତାକାଲି ଦେଶର ସମସ୍ତ ରାଜ୍ୟରେ ଆରମ୍ଭ ହେବ କୋଭିଡ୍ ଟିକାର ଡ୍ରାଏ ରନ୍ । ଏହା ଭିତରେ ଓଡିଶା ମଧ୍ୟ ଟିକାର ଡ୍ରାଏ ରନ୍ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ।  ଟିକାକରଣର ସବୁ ପ୍ରକ୍ରିୟା ହେବ। ଖାଲି ଟିକା ଦେବାକୁ ଛାଡ଼ି ସବୁ ପ୍ରକ୍ରିୟା ହେବ। ଲୋକେ କେମିତି ଅପେକ୍ଷା କରିବେ। ସାମାଜିକ ଦୂରତା ରକ୍ଷା କରିବା ସହ ଟିକା ପାଇଁ ଲୋକଙ୍କୁ ସଚେତନତା କରାଯିବ। ଟିକା ପାଇଁ Co-WIN ଆପ୍‌ରେ ପଞ୍ଜୀକରଣ କରିବା ଜରୁରୀ ବୋଲି କୁହାଯାଇଛି। ପଞ୍ଜୀକରଣ ପାଇଁ ୧୨ ପ୍ରକାର ପରିଚୟପତ୍ର ଦେଖାଇବା ଜରୁରୀ। ଭୋଟର ପରିଚୟପତ୍ର, ଆଧାର, ଡିଏଲ୍ ଆଦି ୧୨ ପ୍ରକାର ପରିଚୟପତ୍ର ଦେଖାଇବାକୁ ପଡିବ।

   କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଆଜି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନେଇ ଭିଡିଓ କନ୍‌ଫରେନ୍ସିଂ ହୋଇଥିଲା। ଭୁବନେଶ୍ୱର ସମେତ ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ଡ୍ରାଏ ରନ୍‌ କରିବାକୁ ଆଇଟି (ଇନ୍‌ଫର୍ମେସନ ଟେକ୍ନୋଲୋଜି) ଯୋଗାଇ ଦେବାକୁ କେନ୍ଦ୍ରକୁ ଅନୁରୋଧ କରିଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାରଙ୍କ ପକ୍ଷରୁ କ୍ୟାପିଟାଲ ହସ୍ପିଟାଲ ସମେତ ସବୁ ଜିଲ୍ଲା ହସ୍ପିଟାଲରେ ଡ୍ରାଏରନ୍‌ ପାଇଁ ଜାଗା ଚିହ୍ନଟ ହୋଇଛି। କୋ-ୱିନ୍‌ ୱେବ୍‌ ପୋର୍ଟାଲରେ ଡ୍ରାଏରନ୍‌ କରିବାକୁ ହେବ। ପ୍ରତ୍ୟେକ ସାଇଟ୍‌ରେ ୨୫ରୁ ଅଧିକ ହେଲଥ୍‌ ୱାର୍କର ଡ୍ରାଏରନ୍‌ ପାଇଁ ପଞ୍ଜିକୃତ ହେବେ। ୫ ଜଣଙ୍କୁ ନେଇ ଟିକାକରଣ ଟିମ୍‌ ଗଠନ ହେବ। ଡ୍ରାଏରନ୍‌ ବେଳେ କରୋନା ଟିକାକରଣର ସମସ୍ତ ପ୍ରୋଟୋକୋଲକୁ ପାଳନ କରାଯିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରୁ ୩ ଲକ୍ଷ ୨୦ ହଜାର ଟିକା ଦିଆଯିବ। ଏଥିରେ ୧ ଲକ୍ଷ ୪୦ ହଜାର ଅଙ୍ଗନବାଡ଼ି, ହେଲପର୍‌, ସୁପରଭାଇଜର ଓ ସିଡିପିଓ ରହିଛନ୍ତି । ସରକାରୀ ଓ ଘରୋଇ ସ୍ୱାସ୍ଥ୍ୟକର୍ମୀଙ୍କୁ ସାମିଲ କରାଯାଇଛି। ୮ହଜାର ୨୬୭ ଜଣ ଭ୍ୟାକ୍ସିନେଟରଙ୍କୁ ୨୯ହଜାର ୨୭୬ ସେସନ୍‌ ସାଇଟ ଚିହ୍ନଟ କରାଯାଇଛି । ସ୍ୱାସ୍ଥ୍ୟକର୍ମୀଙ୍କ ତଥ୍ୟ କୋ-ୱିନ୍‌ ୱେବ୍‌ ପୋର୍ଟାଲରେ ଅପ୍‌ଲୋଡ୍‌ ମଧ୍ୟ କରାଯାଇ ସାରିଛି । ଟିକା ସଂରକ୍ଷଣ ଓ କୋଲ୍ଡଚେନ୍‌ ପାଇଁ ୧୨୨୨ ପଏଣ୍ଟକୁ ଚିହ୍ନଟ କରାଯାଇଛି । ଏହାବାଦ୍‌ ଜିଲ୍ଲା ଓ ରାଜ୍ୟସ୍ତରରେ ଟିକାକରଣର ପର୍ଯ୍ୟବେକ୍ଷକ ପାଇଁ ଟାର୍ସ୍କଫୋର୍ସ ଗଠନ ସରିଛି । ଟିକାକରଣ ପାଇଁ ୨୧ ଲକ୍ଷ ସିରିଞ୍ଜ ମଧ୍ୟ ଆସି ପହଞ୍ଚି ସାରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026

You Might Also Like