-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

କାମଧେନୁ ଗୋ ସେବାଶ୍ରମରେ ରାକ୍ଷୀ ବନ୍ଧନ ଓ ଗୋ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଟିତ

21-Aug-2024



ବିନିକା(ହିମାଂଶୁ ଶେଖର ପୁଟେଳ) 
ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ପିତେଇପାଲି ମୌଜାରେ ଥିବା କାମଧେନୁ ଗୋ ସେବାଶ୍ରମ ଠାରେ ପବିତ୍ର ରାକ୍ଷୀ ବନ୍ଧନ ଉତ୍ସବ ଓ ଗୋ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ଅନୁଦାନରୁ ନିର୍ମାଣ ହୋଇଥିବା ଦୀର୍ଘ ୮0/୨୫ ଫୁଟ ବିଶିଷ୍ଟ ଗୁହାଳ ଘରକୁ ଆଜି  ପ୍ରତିଷ୍ଠା କରାଯାଇଥିଲା ।ଏଥିରେ ପଣ୍ଡିତ ସର୍ବେଶ୍ୱର ପୁରୋହିତ ହୋମ ପୂଜା କରିଥିବାବେଳେ ପୂଜାକର୍ତ୍ତା କର୍ତ୍ତୀ ଭାବେ ବାବୁଲୁ ଅଗ୍ରୱାଲ ଓ ତାଙ୍କ ଧର୍ମପତ୍ନୀ ଭବାନୀ ଅଗ୍ରୱାଲ ଦାୟିତ୍ୱ ତୁଲାଇଥିଲେ l ଏହି ଅବସରରେ ଗୋ ପୂଜନ ର ଉଦେଶ୍ୟକୁ ନେଇ ପରିଚାଳନା କମିଟିର ସଭାପତି ସର୍ଜନ କୁମାର ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ସଭା ଆୟୋଜନ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରତିନିଧି ବାବୁଲି ବିଶି,ସାମ୍ବାନୀତ ଅତିଥି ଭାବେ ଗୋ ସେବାଶ୍ରମର ସଦସ୍ୟ ଚାପଧାରୀ ହୋତା, ସଦସ୍ୟ ଅମର ଅଗ୍ରୱାଲା,ଶମ୍ବୁ ପ୍ରସାଦ ଖମାରୀ,ବିନୋଦ ପରଡିଆ,ସଂଯୁକ୍ତା ମେହେର, ନବୀନ ପରଡିଆ,ରାମ ଗୋପାଳ ବାଘ ଯୋଗଦେଇ ଗୋ ପୂଜନର ଉଦେଶ୍ୟ ଓ ତାର ଉପକାରିତା ଉପରେ ପ୍ରାଞ୍ଜଳ ଭାବେ ଅବଗତ କରିଥିଲେ l ସେବାଶ୍ରମ ଟ୍ରଷ୍ଟ ସଭାପତି ଡମ୍ବରୁ ମେହେର ସଭାକୁ ପରିଚାଳନା କରିଥିବା ବେଳେ ସ୍ୱାଇଁ ବାବୁ ଧନ୍ୟବାଦ ଦେଇଥିଲେ l ସଭା ପରେ ଆଶ୍ରମରେ ଥିବା ଗୋରୁ ମାନଙ୍କୁ ଝିଅ ମାନେ ରାକ୍ଷୀ ବାନ୍ଧି ଥିଲେ ଓ ଆଶ୍ରମ ପରିସରରେ ସମସ୍ତ କର୍ମକର୍ତ୍ତା ସାମୁୟିକ ଭାବରେ ବୃକ୍ଷ ରୋପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like