-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ରାଜନୀତି

କଣ୍ଟାମାଳ ବ୍ଲକ ର ବିଭିନ୍ନ ସ୍ଥାନରେ ବନ୍ଦ ର ପ୍ରଭାବ

21-Aug-2024



ସୁପ୍ରିମକୋର୍ଟ ଏସ୍ ସି, ଏସ୍ ଟି ଙ୍କ ସଂରକ୍ଷଣ ଉପରେ ବର୍ଗିକରଣ ଓ କ୍ରିମିଲେୟର କୁନେଇ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ମିଳିତ ସଂଘ ବୌଦ୍ଧ ପକ୍ଷରୁ ଏହାର ପ୍ରତିବାଦ ସ୍ବରୂପ ଆଜି ଭାରତ ବନ୍ଦ ଡାକରା ରେ ସାମିଲ ହୋଇଛନ୍ତି  l  ଏହି ବନ୍ଦର ପ୍ରଭାବ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ଖୁଣ୍ଟିଗୋରା,ଅlମ୍ବଗାଁ,ଘଣ୍ଟାପଡା,ପୋଡ଼ାପଦର,କଣ୍ଟାମାଳ , ପଲସlଗୋରା, ଖଟଖଟିଆ, ମନମୁଣ୍ଡା ସମେତ  ବ୍ଲକ ର ବିଭିନ୍ନ ଛକ ଗୁଡିକରେ ଦେଖିବାକୁ ମିଳିଛି।  ଏହି ବିରାଟ ବନ୍ଦରେ ଜରୁରୀ କାଳୀନ ସେବା ବ୍ୟତୀତ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ,ଶିକ୍ଷାନୁଷ୍ଠାନ,ବ୍ୟାଙ୍କ, କୋର୍ଟ ସମେତ

ସମସ୍ତ ଦୋକାନ ବଜାର ଓ ଯାନବାହାନ ଚଳାଚଳ ବନ୍ଦ ରହିଛି। ବନ୍ଦ ଯୋଗୁଁ ଜୀବନଯାତ୍ରା ପ୍ରଭାବିତ ହୋଇଛି l  ତେବେ ସୁପ୍ରିମକୋର୍ଟ ଏସ୍.ସି, ଏସ୍.ଟି ଙ୍କ ସଂରକ୍ଷଣ ଉପରେ ଆଣିଥିବା ରାୟର ପରିବର୍ତ୍ତନ କରାନଗଲେ  ଆଗାମୀ ଦିନରେ ଭୟାବହ ଆନ୍ଦୋଳନ ହେବ ବୋଲି ସାମନ୍ତ ମାଝୀ, ସତ୍ୟନାରାୟଣ ମାଝୀ, ଡ଼ମ୍ବରୁଧର କହଁର, ବିବତ୍ସ କୁଅଁର, ପ୍ରସନ୍ନ କୁମାର ପୁଟା, ନରୋତ୍ତମ ମଲ୍ଲିକ, କୈବଲ୍ୟ ମୁନା,ସମ୍ପତି ବାଘ,ତହସିଲ କୁମାର ଦୀପ, ପବିତ୍ର ମହାନନ୍ଦିଆ,ରାଜେଶ ବଣ୍ଡକୀ, ବଂଶୀଧର ମାଝୀ ଆଦି ଆନ୍ଦୋଳନକାରୀ ମାନେ ଖୋଲା ଚେତାବନୀ ଦେଇଛନ୍ତି। 

(କଣ୍ଟାମାଳରୁ ଜୟ କୁମାର ମହାରଣାଙ୍କ ରିପୋର୍ଟ ପ୍ରେରଣା ନିୟୁଜ ) 


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like