-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ସୁପ୍ରିମକୋର୍ଟ ରାୟ ର ଆରକ୍ଷଣ ବିରୁଦ୍ଧରେ ଭାରତ ବନ୍ଦ ର ପ୍ରଭାବ: ପଦ୍ମପୁର ଉପଖଣ୍ଡରେ ବନ୍ଦ ପାଳନ ସଫଳ

21-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)- ଅନୁସୂଚିତ ଜାତି ଜନଜାତି ମିଳିତ ମଞ୍ଚ ଆହ୍ୱାନ ରେ ଆରକ୍ଷଣ ଉପରେ ସୁପ୍ରିମକୋର୍ଟ ଙ୍କ ରାୟ ବିରୁଦ୍ଧରେ  ଭାରତ ବନ୍ଦରେ ପଦ୍ମପୁର ଉପଖଣ୍ଡରେ ବନ୍ଦ ସଫଳ ହୋଇଛି l ଆରକ୍ଷଣ କୁ ସମ୍ପୂର୍ଣ୍ଣ ସମାପ୍ତ କରିବାକୁ ମସୁଧା କୁ ବିରୋଧ କରି ପଦ୍ମପୁର ଉପଖଣ୍ଡସ୍ତରୀୟ ଅନୁସୂଚିତ ଜାତି, ଜନଜାତି ମିଳିତ ମଞ୍ଚ ନେତୃତ୍ୱ ରେ ବନ୍ଦକୁ ସମର୍ଥନ କରି ପଦ୍ମପୁର ସହର ର ଭେଉଁରିଆ ଛକରେ ଆନ୍ଦୋଳନ କାରୀ ପିକେଟିଂ କରି ବନ୍ଦ ପାଳନ କରିଥିଲେ। ଫଳରେରେ ଯାନ ବାହାନ ଚଳାଚଳ ସମ୍ପୂର୍ଣ୍ଣ ଠପ ହୋଇ ଯାଇଥିବା ସହ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ, ସ୍କୁଲ କଲେଜ ସମେତ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ, ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଥିଲା lଅନୁରୂପ ଭାବେ ବନ୍ଦ ପ୍ରଭାବରେ ଉପଖଣ୍ଡର କନସିଂହା, ବରିହାପାଲି, ମହୁଲପାଲି, ଲଖମରା, ବାଦିକଟା, ଟେମରି ଅଞ୍ଚଳର ବିଦ୍ୟାଳୟ ଗୁଡିକ ବନ୍ଦ ରହିଥିଲା l ମହାବନ୍ଦ କୁ ଯୁବନେତା ଭୋଜରାଜ ସିଂ ବରିହା, ଟଙ୍କଧର କଣ୍ଟା ସମର୍ଥନ ଜଣେଇଥିଲେ l 

ମହାବନ୍ଦରେ ସ୍ୱତଃ ପ୍ରବୃତ୍ତ ଭାବେ ଉପଖଣ୍ଡ ର ଗୋଣ୍ଡ, ବିଂଝାଲ, ସହଁରା, କନ୍ଧ, ରଜକ, କୁଲିସ,ଗଣ୍ଡା, ଘାସୀ, ଚମରା, କେଉଁଟ,ଧୀବର, ମାହାର,କୌବର୍ତ୍ତ  ସମାଜ ସାମିଲ ହୋଇଥିଲେ l ମହାବନ୍ଦ ସଫଳ କରିବାକୁ ପଦ୍ମପୁର ଉପଖଣ୍ଡ ସ୍ତରୀୟ ମିଳିତ ମଞ୍ଚରୁ ଭୋଜରାଜ ବାଗ, ନୀଳମଣି ବରିହା, ରଘୁନନ୍ଦନ ଦେଓ, ଚନ୍ଦ୍ରହାସ୍ୟ ଜାଲ, ଅଚ୍ୟୁତାନନ୍ଦ ସେଠ,ନବ ବରିହା, ଗୋପବନ୍ଧୁ ଶିକା, ବଳଦେବ ଭୋଇ, ମୋତିରାମ ବରିହା, ରଞ୍ଜିତ ସିଂ ବରିହା, ଯୁଗଳ କିଶୋର ଭୋଇ, କରୁଣା ବରିହା, ରମେଶ ଗୁର୍ଲ୍ଲା, ଗୋବର୍ଦ୍ଧନ ଛତର, ନରେଶ ଦାସ, କ୍ଷେତ୍ରୀ ଲୁହାର, ନୀଳ ସେନ୍ଦରିଆ,ଦେବରାଜ ସେଟ  ପ୍ରମୁଖ ନେତୃତ୍ୱ ନେଇ ସଫଳତାର ଶିର୍ଷରେ ପହଞ୍ଚାଇବାରେ ସଫଳ ହୋଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like