-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ରାଜ୍ୟ

ଓବିସି ସଂରକ୍ଷଣ କଥା ଉଠାଇ ଓଡିଶାର ଜନତାଙ୍କୁ ଦିନବେଳେ ଲଣ୍ଠନ ଦେଖାଉଛି ବିଜେଡି: ପିଙ୍କି ପ୍ରଧାନ

01-Jan-2021



ଭୁବନେଶ୍ୱର, (ଶୁଭାଶିଷ ନାୟକ): କେନ୍ଦ୍ର ଓବିସି କମିଶନଙ୍କ ବାରମ୍ବାର ତାଗିଦ ପରେ ଗତ ଫେବୃଆରୀ ୨୦୨୦ରେ ଓବିସି କମିଶନ ଗଠନ କରି ରାଜ୍ୟ ସରକାର କେବଳ ଔପଚାରିକତା ପୂରଣ କରିଛନ୍ତି ବୋଲି ବିଜେପି ରାଜ୍ୟ ସମ୍ପାଦିକା ପିଙ୍କି ପ୍ରଧାନ ପ୍ରଶ୍ନ କରିଛନ୍ତିି । ଓଡିଶାରେ ଓବିସି ବର୍ଗଙ୍କୁ ସଂରକ୍ଷଣ ଦେବା ନେଇ ବିଜେଡି ନିଜର ଦଳୀୟ ବୈଠକରେ ରିଜଲୁ୍ୟସନ ପାସ ହୋଇଛି ବୋଲି ବିଜେଡି ସାଂସଦ ସସ୍ମିତ ପାତ୍ର ଟୁଇଟ କରି ରାଜ୍ୟବାସୀଙ୍କୁ ଭ୍ରମିତ କରିଛନ୍ତି । ଜଣେ ଜ୍ଞାନୀ ଗୁଣୀ ଲୋକ ହୋଇ ଦଳ ଏବଂ ସରକାର ଭିତରେ ଫରକକୁ ଡ. ସସ୍ମିତ ପାତ୍ର ବୁଝି ନାହାଁନ୍ତି । ସବୁ ଜାଣି ଅଜଣା ହେଉଛନ୍ତି ବୋଲି ବିଜେପି ରାଜ୍ୟ ସଂପାଦିକା ଶ୍ରୀମତୀ ପିଙ୍କି ପ୍ରଧାନ ପ୍ରଶ୍ନ କରିଛନ୍ତି । 

   ମଣ୍ଡଳ କମିଶନ ସୁପାରିଶ ପରେ ଦେଶରେ ଓବିସି ସଂରକ୍ଷଣ ଲାଗୁ ହୋଇସାରିଛି । କେନ୍ଦ୍ର ସରକାର ଏହି ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଥିବାବେଳେ ଅନ୍ୟ ରାଜ୍ୟ ଗୁଡିକ ମଧ୍ୟ ସଂରକ୍ଷଣ ବ୍ୟବସ୍ଥାକୁ ଲାଗୁ କରିଛନ୍ତି । ସେହିପରି ମୋଦି ସରକାର ଦେଶରେ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ସାଧାରଣ ବର୍ଗ (ଇଡବ୍ଲୁଏସ)ଙ୍କ ପାଇଁ ଚାକିରୀ ଓ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବା ନିମନ୍ତେ ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି । କିନ୍ତୁ ରାଜ୍ୟସରକାର ଓବିସି ଓ ଇଡବ୍ଲୁଏସ ସଂରକ୍ଷଣ ବ୍ୟବସ୍ଥା ଆଜି ପର୍ଯ୍ୟନ୍ତ ଲାଗୁ କରିନାହାଁନ୍ତି । ଏବେ ଦଳୀୟ ମିଟିଂରେ ସଂରକ୍ଷଣ କଥା ଉଠାଇ ଓଡିଶାର ଜନତାଙ୍କୁ ଦିନବେଳେ ଲଣ୍ଠନ ଦେଖାଇବା ଅତ୍ୟନ୍ତ ନିନ୍ଦନୀୟ ବୋଲି ଶ୍ରୀମତୀ ପ୍ରଧାନ କହିଛନ୍ତି । 

     ଓଡିଶାରେ ଓବିସି ଓ ପଛୁଆବର୍ଗଙ୍କୁ ସଂରକ୍ଷଣ ଦେବା ଲାଗି ଅନେକ ଦିନରୁ ଦାବି ହେଉଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓବିସି ମାନଙ୍କୁ ସଂରକ୍ଷଣ ଦେବା ପାଇଁ ଅନେକ ଥର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି  । ସେହିପରି ପୂର୍ବରୁ କେନ୍ଦ୍ର ଓବିସି କମିଶନଙ୍କ ବାରମ୍ବାର ତାଗିଦ ପରେ ଗତ ଫେବୃଆରୀ ୨୦୨୦ରେ ରାଜ୍ୟ ସରକାର ଓବିସି କମିଶନ ଗଠନ କରି କେବଳ ଔପଚାରିକତା ପୂରଣ କରିଛନ୍ତି । ରାଜ୍ୟ ସରକାର ସେମାନଙ୍କୁ ସଂରକ୍ଷଣ ନଦେଇ କେବେଳ ଭାଷଣ ବାଜି କରି ସେମାନଙ୍କ କଟା ଘା’ ରେ ଚୂନ ମାରୁଛନ୍ତି । ସଂରକ୍ଷଣ ଦେଲେ କାଳେ ମୋଦି ସରକାର ନାଁ ନେଇଯିବେ ସେହି ଭୟରେ ବିଜେଡି ସରକାର ସଂରକ୍ଷଣ ବ୍ୟବସ୍ଥା ଲାଗୁ କରୁନାହିଁ । ନିଜର ରାଜନୈତିକ ସ୍ୱାର୍ଥକୁ ଭୁଲି ଓବିସି ଓ ପଛୁଆ ବର୍ଗ ଲୋକଙ୍କୁ ସଂରକ୍ଷଣ ଦେଇ ସେମାନଙ୍କୁ ସେମାନଙ୍କର ଅଧିକାର ପ୍ରଦାନ କରିବା ପାଇଁ ଶ୍ରୀମତୀ ପ୍ରଧାନ ଦାବି କରିଛନ୍ତି । 
ଏହି ଅବସରରେ ରାଜ୍ୟ କୃଷକ ମୋର୍ଚ୍ଚା ସାଧାରଣ ସଂପାଦକ ଶ୍ରୀ ସୁରଥ ବିଶ୍ୱାଳ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like