-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

୨୦୨୪ ବର୍ଷ ସାର୍ବଜନୀନ ଦୁର୍ଗାପୂଜା ସକାଶେ ରାବଣ ବରଣ

21-Aug-2024



ବରଗଡ଼/ବିଜେପୁର(ନିରଞ୍ଜନ ତ୍ରିପାଠୀ) ବରଗଡ଼ ଜିଲ୍ଲା ବିଜେପୁର ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଚଳିତ ୨୦୨୪ ଦଶହରା ଉପଲକ୍ଷେ ଆଂଶିକ ରାମଲିଳା ଓ ରାବଣ ଦରବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏପରିପେକ୍ଷୀରେ ଆଜି ତା ୨୧.୦୮.୨୦୨୪ରିଖ ସଂଧ୍ୟାରେ ରାବଣ ଭୂମିକା ପାଇଁ ବିଶିଷ୍ଟ କଳାକାର ଗୋଲାପ ଚନ୍ଦ୍ର ଦାସ ଏବଂ ତାଙ୍କ ସହଯୋଗୀ ବୃନ୍ଦ ଙ୍କୁ ବରଣ କରାଯାଇଥିଲା। ବିଜେପୁର ଉପରପଡା ମେହେର ପଡା ରୁ ଏକ ଭବ୍ୟ ଶୋଭାଯାତ୍ରାରେ ସହର ପରିକ୍ରମା କରି ବସଷ୍ଟାଣ୍ଡ ସ୍ଥିତ ଦୁର୍ଗା ମଣ୍ଡପକୁ ପାଛୋଟି ଅଣାଯାଇଥିଲା। ଚଳିତ ବର୍ଷ ଦୁର୍ଗାପୂଜା ଉତ୍ସାହ ଉଦ୍ଦୀପନା ସହ ଶାନ୍ତି ଶୃଙ୍ଖଳା ଭାବେ ପାଳନ କରାଯିବାକୁ ସମସ୍ତଙ୍କ ସହଯୋଗ କାମନା କରାଯାଇଛି। ଏହି କାର୍ଯ୍ୟକ୍ରମରେ ସମ୍ପାଦକ ଜନାର୍ଦ୍ଦନ ପାଣିଗ୍ରାହୀ, କୋଷାଧ୍ୟକ୍ଷ ଗଙ୍ଗାଧର ପଧାନ, ଅଜିତ କୁମାର ସାହୁ, ବରିଷ୍ଠ ସଦସ୍ୟ ଯୁଗଳ ପଧାନ, ସନ୍ତୋଷ ଦେହେରୀ, କହ୍ନେଇ ଷାଣ୍ଢ,ଶିବ ମେହେର,ଧୋବା ସାହା, ମହେନ୍ଦ୍ର ଗଡତୀୟା ପ୍ରମୁଖଙ୍କ ସହ କାର୍ଯ୍ୟକାରୀ କମିଟିର ସଦସ୍ୟ ରଜନୀକାନ୍ତ ଗଡତୀୟା, ସୁବ୍ରତ ରଥ, ସବିତାନନ୍ଦ ଗଡତୀୟା, ନବୀନ ସାହୁ, ତାପସ ଗଡତୀୟା, ପ୍ରେମାନନ୍ଦ ମହାପାତ୍ର, ଦୁର୍ବାଦଳ ମେହେର, ହୃଷିକେଶ ମେହେର,ବିଜୟ ଦାସ, ସୁବ୍ରତ ବାରିକ ପ୍ରମୁଖ ସହଯୋଗ କରିଥିଲେ। ପଣ୍ଡିତ ସୁରେନ୍ଦ୍ର ମହାପାତ୍ର ମନ୍ତ୍ରପାଠ କରିଥିଲେ। ଶେଷରେ ପାଣ୍ଡବ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like