-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ବିଜେପୁରରେ ସଫଳତାର ସହିତ ୧୨ ଘଣ୍ଟିଆ ବନ୍ଦ ପାଳିତ

21-Aug-2024



 ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)- ଗତ ଅଗଷ୍ଟ ୧ ତାରିଖ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଦ୍ବାରା ଅନୁସୂଚିତ ଜାତି/ଜନଜାତି ସଂରକ୍ଷଣ ବିରୋଧି ରାୟ ପ୍ରକାଶ କରାଯାଇଥିବାରୁ ତାର ପ୍ରତିବାଦରେ ସାରା ଦେଶରେ ଅଗଷ୍ଟ ୨୧ ତାରିଖ କୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଥିଲା । ଏହାର ସଫଳ ରୂପାୟନ ନିମିତ୍ତ ପୂର୍ବ ପ୍ରସ୍ତୁତି ଅନୁସାରେ ଅଦ୍ୟ ୨୧ ତାରିଖ ବରଗଡ ଜିଲ୍ଲ ଅଞ୍ଚଳରେ ବନ୍ଦ ପାଳନ କରରାଯାଇଥିବା ବେଳେ ଅନୁସୂଚିତ ଜାତି/ଜନଜାତି ମିଳିତ ମଞ୍ଚ ବିଜେପୁର ବ୍ଲକ  ଆନୁକୂଲ୍ୟରେ ଆଇନଜୀବୀ ଧୀମାନ ପୂର୍ଣ୍ଣଚନ୍ଦ୍ର ପାଇକଙ୍କ ସଭିପତିତ୍ବରେ ସଫଳତାର ସହିତ ୧୨ ଘଣ୍ଟିଆ ବିଜେପୁର ବନ୍ଦ ପାଳିତ ହୋଇଯାଇଛି । ପ୍ରଥମେ ଶ୍ରୀରାମ ନଗର ଛକ ଠାରୁ ଏକ ବିରାଟ ଶୋଭାଯାତ୍ରାରେ ବିଜେପୁର ବସ୍ତି ପରିକ୍ରମା କରାଯାଇଥିଲା । ଏହାପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ପ୍ରଥମେ ପ୍ରତୀମା ସୁନା ଉପସ୍ଥିତ ସମସ୍ତଙ୍କୁ ସମ୍ବିଧାନ ମୁଖବନ୍ଧ ପଠନ କରାଇଥିଲେ । କରୁଣା ଲୁହା ସ୍ବାଗତ ଅଭିଭାଷଣ, ଯୁବ ସମାଜସେବୀ ପ୍ରଦୀପ ଦୀପ ମଞ୍ଚ ପରିଚାଳନା ଓ ଅମୂଲ୍ୟ ସୁନା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅନୁସୂଚିତ ଜନଜାତି ଜିଲ୍ଲା ସଭାପତି ଦୁର୍ଜନ ବରିହା ସୁପ୍ରିମକୋର୍ଟ ଦେଇଥିବା ରାୟ ଊପରେ ଆାଲୋଚନା କରିଥିବା ବେଳେ ରମାକାନ୍ତ ସାଗର ସଂରକ୍ଷଣ ବ୍ୟବସ୍ଥା ଉପରେ ଉକ୍ତ ରାୟ ବାବଦରେ ଉପସ୍ଥିତ ଜନତାଙ୍କୁ ଅବଗତ କରରାଇଥିଲେ । ପଦ୍ମିନୀ ଲୁହା, ପ୍ରତିଭା ଭୋସାଗର ନିଜସ୍ବ ମନ୍ତବ୍ୟ ଦେଇଥିଲେ । ତହସିଲ ବାଗ କବିତା ମାଧ୍ୟମରେ ସଚେତନ କରେଇଥିଲେ । ସଂରକ୍ଷଣ କୁଟା ନୁହେ ଆମର୍ ହକ୍ ବୋଲି ପରିତୋଷ ହରିପାଲ ମନ୍ତବ୍ୟ ଦେଇଥିଲେ । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଫଗୁ ଲୁହା SC/ST କର୍ମଚାରୀଙ୍କୁ ସଚେତନ ବାର୍ତ୍ତା ଦେଇଥିବା ବେଳେ ଅଧ୍ୟାପକ ବିକାଶ କୁମ୍ଭାର ଭାରତୀୟ ଜାତି ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ । ଏହି ଅବସରରେ ଆଇନଜୀବୀ

ଧୀମାନ ପାଇକ ସୁପ୍ରିମକୋରର୍ଟ ମୁଖ୍ୟ ବିଚାରପତି ଦେଇଥିବା ରାୟକୁ ଅସାମ୍ବିଧାନିକ ରାୟ ବୋଲି ମତପୋଷଣ କରିବା ସହିତ ଆଗାମୀ ଦିନରେ ଏପରି ରାୟ ନଦେବା ପାଇଁ ତାଗିଦ୍ କରିଥିଲେ । ସୁବୋଧ ମହାନନ୍ଦ, ଜୟକୃଷ୍ଣ ମହାନନ୍ଦ ଓ ଅଞ୍ଚଳର ଅନେକ ବୁଦ୍ଧିଜୀବୀ ସ୍ବମତ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅସଂଖ୍ୟ ପୁରୁଷଙ୍କ ସମେତ ସହସ୍ରାଧିକ ମହିଳା ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଅଙ୍ଗଦ ବାଗ, ପ୍ରଶନ୍ନ ଲୁହା, ନୃପ ଲୁହା, ଗୁରୁଚରଣ ସୁନା, ରାକେଶ ଷାଣ୍ଢ, ବିରେନ୍ଦ୍ର ବରିହା, ବିରେନ୍ଦ୍ର ମହାନନ୍ଦ, ଜ୍ୟୋତିରଞ୍ଜନ ଭୋଇ ସମେତ ବନ୍ଧୁବର୍ଗ ସହଯୋଗ କରିଥିଲେ । SC/ST ମିଳିତ ମଞ୍ଚ ସଭାପତି ପ୍ରଫୁଲ୍ଲ ଭୋଇଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମ ଶେଷରେ ଅମୂଲ୍ୟ ସୁନା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like