-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ମହା ସଂଘ ପକ୍ଷ ରୁ ଭାରତ ବନ୍ଦ କୁ ସମର୍ଥନ ଜଣାଇ ନୂଆପଡ଼ା ବନ୍ଦ ପାଳିତ

21-Aug-2024



(ଡୋଲେଶ୍ଵର ବାଗ)
. ନୂଆପଡ଼ା ଜିଲ୍ଲା ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ମହା ସଂଘ ପକ୍ଷ ରୁ ଭାରତ ବନ୍ଦ କୁ ସମର୍ଥନ ଜଣାଇ ନୂଆପଡ଼ା ଜିଲ୍ଲା ବ୍ୟାପୀ ବନ୍ଦ ପାଳିତ ହେଉଅଛି। ଜିଲ୍ଲା ର ପାଞ୍ଚ ଗୋଟି ବ୍ଲକ ବନ୍ଦ ପାଳିତ  ହେଉଥିବା ବେଳେ ୩୫୩ ନମ୍ବର ଜାତୀୟ ରାଜପଥ କୁ  ଏକାଧିକ ସ୍ଥାନ ରେ ଅବରୋଧ କରିଥିବା ବେଳେ ବିଜୁ ଏକ୍ସପ୍ରେସ ୱେ କୁ ମଧ୍ୟ ରଜନା ଏବଂ ମିଛପଳି ଠାରେ ଅବରୋଧ କରିଛନ୍ତି। ଭାରତ ବନ୍ଦ ପାଳନ କୁ ସମର୍ଥନ ଜଣାଇ ଜିଲ୍ଲା ର ପାଞ୍ଚ ଗୋଟି ବ୍ଲକ ରେ ବନ୍ଦ ପାଳିତ ହୋଇଅଛି। ଆଜି ବନ୍ଦ ପାଳନ ସମ୍ପୂର୍ଣ ରୂପେ ସଫଳ ହୋଇଅଛି। ଏହି ବନ୍ଦ ପାଳନ ରେ ସରକାରୀ ବେସରକାରୀ ଅନୁଷ୍ଠାନ, ଶିକ୍ଷା ଅନୁଷ୍ଠାନ, ସ୍କୁଲ କଲେଜ, ବ୍ୟାଙ୍କ୍, ଦୋକାନ ବଜାର ବନ୍ଦ ରହିଥିବା ବେଳେ ଅଖ ଚକ ବନ୍ଦ ରହିଅଛି। ସଂରକ୍ଷଣ ବ୍ୟବସ୍ଥା କୁ ନେଇ ମାନ୍ୟବର ସୁପ୍ରିମ କୋର୍ଟ ଙ୍କ ଦେଇଥିବା ମନ୍ତବ୍ୟ କ୍ରୀମିଲେୟର କୁ ଉଚ୍ଛେଦ କରିବା ସହ ସଂରକ୍ଷଣ ଉପରେ ସଂରକ୍ଷଣ ବ୍ୟବସ୍ଥା କୁ ଗ୍ରହଣ କରାଯିବ ନାହିଁ ବୋଲି କହନ୍ତି। ସମ୍ବିଧାନରେ ସଂରକ୍ଷଣ ବ୍ୟବସ୍ଥା କୌଣସି ପରିବର୍ତ୍ତନ କୁ ଗ୍ରହଣ କରାଯିବ ନାହିଁ ବୋଲି ମତବ୍ୟକ୍ତ କରିଛନ୍ତି। ଖଡିଆଳ ଠାରେ ନିମାଇଁ ଚରଣ ତାଣ୍ଡି, ବାଳକୃଷ୍ଣ ଶବର, ଜ୍ୟୋତି ଲାଲ ବଜାର, ଖିରସିନ୍ଧୁ ସଗରିଆ ବହୁ ନାଗରିକ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like