-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||     

HOME   ଜିଲ୍ଲା

ଯୋଗଳୟ ଠାରେ ବରିଷ୍ଠ ନାଗରିକ ଓ ଗଙ୍ଗାଧର ଜୟନ୍ତୀ ପାଳନ

22-Aug-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ଶ୍ରୀ ଗୋପାଳଜୀ ତମଶ୍ଵା ଯୋଗାଳୟ ,ସୁବର୍ଣ୍ଣପୁର ସାଧନା କକ୍ଷରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ଏବଂ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୩ ତମ  ଜନ୍ମତିଥି ପାଳିତ ହୋଇଯାଇଛି । ବରିଷ୍ଠ ନାଗରିକ ସଂଘର ସଭାପତି ଡ. ଜ୍ୟୋତି ରଞ୍ଜନ ବହିଦାରଙ୍କର ଅଧ୍ୟକ୍ଷତା ରେ ସଭା ଅନୁଷ୍ଠିତ ହୋଇଥିବାବେଳେ ବରିଷ୍ଠ ଉପଦେଷ୍ଟା ସାମ୍ବାଦିକ ଗୋରେଖନାଥ ସାହୁ, ଉପସଭାପତି ଡ. ଆର୍ତ୍ତତ୍ରାଣ ବାବୁ, ଶିକ୍ଷାବିତ୍ ପ୍ରଦୀପ ପୁରୋହିତ ବିଷୟ ବସ୍ତୁଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ I  ସମସ୍ତ ବରିଷ୍ଠ ନାଗରିକ ନିଜର ହକ୍ ପାଇଁ ଏକ ଜୁଟ ହୋଇ ଲଢେଇ କରିବା ସଙ୍ଗେସଙ୍ଗେ ସମାଜ ଓ ରାଷ୍ଟ୍ରପ୍ରତି ସମର୍ପିତ ହେବା ପାଇଁ ଆହ୍ଵାନ ଦେଇଥିବା ବେଳେ ସ୍ଵାଭାବ କବି ଗଙ୍ଗାଧର ଙ୍କର ସାହିତ୍ୟକୃତି ପାଇଁ ନୋବେଲ ପୁରସ୍କାର ପାଇବାପାଇଁ  ହକ୍ଦାର ବୋଲିମତ ପ୍ରକାଶପାଇଥିଲା । ଶ୍ରୀମତୀ ମଞ୍ଜୁଶ୍ରୀ ବାବୁ ଆବହନୀ  ସଙ୍ଗୀତ ଏବଂ ଯଜ୍ଞେଶ୍ୱର ପୂଜାହାରୀ ଉଦଯାପନୀ  ସଙ୍ଗୀତ ଗାନ କରିଥିଲେ ସମ୍ପାଦକ ଜ୍ୟୋତିରଞ୍ଜନ ପଟ୍ଟନାୟକ ସଭା ସଂଯୋଜନା କରିଥିଲେ ଏବଂ ବରିଷ୍ଠ ସଭ୍ୟ ଶିକ୍ଷାବିତ୍ ଦେବ କିଶୋରଦାନୀ ଧନ୍ୟବାଦ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘ ଏବଂ ଶ୍ରୀ ଗୋପାଳଜୀ ଯୋଗାଳୟର ସମସ୍ତ ସଦସ୍ୟ ଓ ସହର ର ବୁଦ୍ଧିଜୀବୀ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026

You Might Also Like