-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ ଉପନିର୍ବାଚନ, ନିର୍ଦ୍ୱନ୍ଦ ରେ ବିଜୟ ହେଲେ କୁସଙ୍ଗ ସମିତିସଭ୍ୟ

22-Aug-2024



ହରଭଙ୍ଗା(ଦେବବ୍ରତ ଦାଶ):-ଉପନିର୍ବାଚନରେ ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ ପଦ ପୁଣି ହାତେଇଲା ବିଜେପି । ରାଜ୍ୟ ନିର୍ବାଚନ ଅଧିକାରୀ ଙ୍କ ନିର୍ଦ୍ଦେଶ କ୍ରମେ ଆଜି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ରେ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଉପ ନିର୍ବାଚନ ହୋଇଯାଇଛି । ଗତ ସାଧାରଣ ନିର୍ବାଚନରେ ପୂର୍ବ ଉପାଧ୍ୟକ୍ଷ ଥିବା ସରୋଜ କୁମାର ପ୍ରଧାନ ବୌଦ୍ଧ ରେ ବିଧାୟକ ପ୍ରାଥି ଭାବେ ବିଜେପି ରୁ ପାର୍ଟି ରୁ ନିର୍ବାଚନ ଲଢ଼ି ବହୁ ମତରେ ବିଜୟ ଲାଭ କରି ବୌଦ୍ଧ ବିଧାୟକ ହୋଇଥିଲେ । ପରେ ସେ ହରଭଙ୍ଗା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ । ସେବେଠାରୁ ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ ପଦପି ଖାଲି ରହିଥିଲା । ତେବେ ଆଜି ଏହି ପଦବୀ ପାଇଁ ଉପନିର୍ବାଚନ ହୋଇଯାଇଛି  । ସୂଚନା ଥାଉକୁ ହରଭଙ୍ଗା ବ୍ଲକ ରେ  ୨୨ଟି ପଞ୍ଚାୟତ ରହିଥିବା ବେଳେ ଗତ ପଞ୍ଚାୟତ ନିର୍ବାଚନ ରେ ୧୨ଜଣ ବିଜେପି ସମର୍ଥିତ ସମିତି ସଭ୍ୟଙ୍କ ଭୋଟ ପାଇଁ ସରୋଜ ଉପାଧ୍ୟକ୍ଷ ପଦ ହାତେଇଥିଲେ ଓ ପତ୍ନୀ ସେହ୍ନଲତା ପ୍ରଧାନ ଅଧ୍ୟକ୍ଷ ପଦ ହାତେଇଥିଲେ । ଆଉ ୧୦ଟି ଭୋଟ ବିଜେଡି ପକ୍ଷରୁ ପ୍ରାଥି ଙ୍କୁ ଯାଇଥିଲା । ତେବେ ସରୋଜ ଗତ ୦୪.୦୬.୨୦୨୪ରେ ନିଜ ପଦ ରୁ ଇସ୍ତଫା ଦେଇଥିଲେ । ଦୀର୍ଘ ଦୁଇମାସ ପରେ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପଦ ପାଇଁ ଏବେ ନିର୍ବାଚନ ଅଧିକାରୀ ଙ୍କ ନିର୍ଦ୍ଦେଶକ୍ରମେ ହୋଇଛି ଉପନିର୍ବାଚନ । ତେବେ ନିର୍ବାଚନ କୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ବୌଦ୍ଧବ୍ଲକ ବିଡ଼ିଓ ଯୁଧିଷ୍ଠିର ମେହେର ନିର୍ବାଚନ ଅଧିକାରୀ ଭାବେ କରାଇଛନ୍ତି ହରଭଙ୍ଗା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ନିର୍ବାଚନ । ସକାଳ ୧୦ଟା ସମୟରେ କୁସଙ୍ଗ ପଂଚାୟତ ସମିତି ସଭ୍ୟ କାହ୍ନୁ ଚରଣ ନାଥ ନାମାଙ୍କନ ପତ୍ର ଦାଖଲ କରିଥିଲେ । ପରବର୍ତ୍ତୀ ସମୟରେ ନିର୍ବାଚନ ଅଧିକାରୀ ଙ୍କ ଦ୍ଵାରା ନାମାଙ୍କନ ପତ୍ର ଯାଞ୍ଚ କରାଯାଇଥିଲା । କିନ୍ତୁ ତାଙ୍କ ବିପକ୍ଷରେ କୌଣସି

ନାମାଙ୍କନ ଭରାଯାଇନଥିଲା ଫଳରେ କାହ୍ନୁ ଚରଣ ନାଥ ନିର୍ଦ୍ୱନ୍ଦ ରେ ନିର୍ବାଚିତ ହୋଇ ଉପାଧ୍ୟକ୍ଷ ପଦ ହତେଇବା ରେ ସଫଳ ହୋଇଛନ୍ତି । ତାଙ୍କୁ ନିର୍ବାଚନ ଅଧିକାରୀ ବିଜୟ ଘୋଷଣା କରିଛନ୍ତି । କାହ୍ନୁ ଚରଣ ବିଜୟ ହେବା ପରେ ତାଙ୍କୁ ବିଜେପି ର ସମର୍ଥକ ମାନେ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଛନ୍ତି । ଅନ୍ୟପଟେ ଅଞ୍ଚଳ ବିକାଶ ତାଙ୍କର ମୂଳ ଲକ୍ଷ୍ୟ ବୋଲି ସେ ପ୍ରତିକ୍ରିୟା ରେ କହିଛନ୍ତି । ସେପଟେ ସରୋଜ ପ୍ରଧାନ ବିଧାୟକ ହେବା ପରେ ଖାଲି ରହିଛି ରାଧାନାଥ ଗ୍ରାମ ପଞ୍ଚାୟତ ର ସମିତି ସଭ୍ୟ ପଦପି ତେଣୁ ସମିତିସଭ୍ୟ ଉପନିର୍ବାଚନ ର ବିଜ୍ଞପ୍ତି କେବେ ପ୍ରକାଶ ପାଇବ ତାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆଲୋଚନା ଜୋର ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like