-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଜିଲ୍ଲା

ମହିଳା ଙ୍କ ଶୋଚନୀୟ ମୃତ୍ୟୁ, ଗ୍ରାମବାସୀ କରୋନା ଭୟ ରେ ପରିବାର କୁ ସାମାଜିକ ବାସନ୍ଦ କରିବା ଅଭିଯୋଗ

01-Jan-2021



ବଲାଙ୍ଗୀର/ଟିଟିଲାଗଡ(ପ୍ରେରଣା ଖବର ବ୍ୟୁରୋ)- ଟିଟିଲାଗଡ ଥାନା ଅନ୍ତର୍ଗତ ମଏନଗାଁ ରେ କକେ ବାଗ (୫୫) ନାମ୍ନୀ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ କକେ ବାଗଙ୍କ ସ୍ୱାମୀଙ୍କ ଗତ ଚାରି ବର୍ଷ ତଳେ ମୃତ୍ୟୁ ଘଟିଥିବା ବେଳେ ତାଙ୍କର  ୨୮ ବର୍ଷୀୟ ପୁଅ ର ଗତ ୭ ମାସ ତଳେ ମୃତ୍ୟୁ ଘଟିଥିଲା । ରାଜ୍ୟ ବାହାରକୁ ବଡ଼ ପୁଅ କାମ କରିବାକୁ ଯାଇ ସେଠି ମୃତ୍ୟୁବରଣ କରିଥିଲେ । ଏବେ ମୃତ କକେ ଙ୍କ ର ତିନୋଟି ଝିଅ ଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି । ପରିବାର ଲୋକଙ୍କ କହିବାନୁଯାୟୀ କକେ ସକାଳେ ଠିକ ଥିବା ବେଳେ ସନ୍ଧ୍ୟା ପ୍ରାୟ ୫ଟା ସମୟରେ ତାଙ୍କୁ ଅସୁସ୍ଥ ଲାଗିବା ଓ ନିଶ୍ଵାସ ନେବାରେ ଅସୁବିଧା ହେବା ଜଣାଇଥିଲେ । ତାଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ ଉପ ଖଣ୍ଡମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ଡାକ୍ତର ବଳରାମ ସାହୁ ଉକ୍ତ କକେ ଙ୍କୁ ମୃତ ଘୋଷଣା କରିବା ସହ ଟିଟିଲାଗଡ ପୋଲିସକୁ ସୂଚନା ଦେଇଥିବା ଜଣା ଯାଇଛି । 

ଶବ ବ୍ୟବଚ୍ଛେଦ କରିବା ପରେ ଶବ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି । ତେବେ ଉକ୍ତ ମୃତ ମହିଳା ଙ୍କ ମୃତ୍ୟୁ ନେଇ ଗ୍ରାମରେ ନାନା ଆଲୋଚନା ହେଉଥିବା ବେଳେ କରୋନା ଯୋଗୁଁ ଉକ୍ତ ମହିଳାଙ୍କ ମୃତ୍ୟୁ ହୋଇଥିବା କହି ଉକ୍ତ ମହିଳାଙ୍କ  ଶବ  ଓ ଅନ୍ୟ ପରିବାର ଲୋକଙ୍କୁ ଗାଁ ରେ ପୁରେଇ ନଦେବା ନେଇ ଗ୍ରାମରେ ବିବାଦ ସୃଷ୍ଟି ହୋଇଛି । ଏ ନେଇ ପ୍ରଶାସନ ଉକ୍ତ ପରିବାର ପ୍ରତି ଉପଯୁକ୍ତ ସହାୟତା ସହ ସାମାଜିକ ବାସନ୍ଦ ନେଇ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବା ନିମନ୍ତେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like