-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||     

HOME   ଜିଲ୍ଲା

ବାଟବଣା ସ୍ବଚ୍ଛ ଭାରତ ମିଶନ,ଖତ ଖାଉଛି ପାଇଖାନା -ଫଲକରେ ସୀମିତ ବାହ୍ୟ ମଳମୁକ୍ତ ଗାଁ - ରାସ୍ତା ଗଡ଼ରେ ମଳତ୍ୟାଗ

22-Aug-2024



ବୀରମହାରାଜପୁର , ( ବିନୋଦ ପାଣ୍ଡେ): ସ୍ବଚ୍ଛତା ଦିଗରେ ଆଉ ଗୋଟିଏ ପାଦ ଆଗେଇ ଲକ୍ଷ୍ୟରେ ସରକାର ସ୍ବଚ୍ଛ ଭାରତ ମିଶନ ନାଁରେ କୋଟି କୋଟି ଖର୍ଚ୍ଚ କରୁଛନ୍ତି। କିନ୍ତୁ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଜଳ ଓ ପରିମଳ ବିଭାଗର ଦୂରଦୃଷ୍ଟି ଅଭାବରୁ ସ୍ବଚ୍ଛତା ମିଶନ ବାଟବଣା ହୋଇପଡିଛି। ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ନାଁରେ ବ୍ଳକର ବିଭିନ୍ନ ଗ୍ରାମରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ସତ୍ବେ ମଧ୍ୟ ବ୍ୟକ୍ତିଗତ ପାଇଖାନା ଆରମ୍ଭରୁ ଅଚଳ ହୋଇ ଖତ ଖାଉଛି। ଲୋକେ ଏବେବି ପୋଖରୀ ହୁଡ଼ା , ମୁଖ୍ୟ ରାସ୍ତା କଡରେ ମଳତ୍ୟାଗ କରୁଛନ୍ତି। କିନ୍ତୁ ବିଭାଗ ଦୋଷ ଲୁଚାଇବାକୁ ଗାଁ ମୁଣ୍ଡରେ ବାହ୍ୟ ମଳମୁକ୍ତ ଗାଁ ଲେଖି ବାଃ ବାଃ ନେଉଛି। ପାଇଖାନା ଯେଣତେଣ ପ୍ରକାରେଣ ନୀତିରେ ନିର୍ମାଣ ପରେ କବାଟରେ ହିତାଧିକାରୀ ଙ୍କ ନାଁରେ ଲେଖି କେବଳ ଫୋଟ କରି ଜିଓଟେଗ୍ ପରେ ବିଭାଗ ନିଜ ଦାୟିତ୍ୱ ଶେଷ କରି ଦେଇଥିବା ଅଭିଯୋଗ ହେଉଛି। ଏପରିକି ନିର୍ମାଣ ହୋଇଥିବା ପାଇଖାନା ମଧ୍ୟରୁ ଅଧିକାଂଶ ହିତାଧିକାରୀଙ୍କ ଘରୁ ଅନେକ ଦୂରରେ ରହିଛି ତାହା ପୁଣି ସରକାରୀ ଜମିରେ। ଅନେକ ପାଇଖାନାରେ ପାଣିର ସୁବିଧା ନାହିଁ। ଅପରପକ୍ଷରେ ବ୍ଳକର ସମସ୍ତ ଗ୍ରାମ ୨୦୨୦ ରୁ ବାହ୍ୟ ‌ମଳମୁକ୍ତ ଗାଁ ଘୋଷଣା ହୋଇ ସାରିଛି। କୋଟି କୋଟି ଟଙ୍କାର ବ୍ୟୟରେ ନିର୍ମାଣ ହୋଇଥିବା ପାଇଖାନା ଗୁଡ଼ିକ ବାସ୍ତବ କ୍ଷେତ୍ରରେ କେତେ କାର୍ଯ୍ୟକ୍ଷମ , କେତେ ଗାଁ ଲୋକ ବ୍ୟବହାର କରୁଛନ୍ତି ତାର ତଦାରଖ ଏ ପର୍ଯ୍ୟନ୍ତ କରାଯାଉ ନଥିବା ଦେଖାଯାଇଛି। ବିପୁଳ ଟଙ୍କା ଖର୍ଚ୍ଚ ସତ୍ବେ ମଧ୍ୟ ଫଳ ଶୂନ ରହିଥିବା ଆଲୋଚନା ହେଉଛି। ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ଖର୍ଚ୍ଚ ହୋଇଥିଲା ଟଙ୍କାର ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026

You Might Also Like