-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

୧୧ ତମ କୃଷି ଗଣନା ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ :

22-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲାର ୧୧ ତମ କୃଷି ଗଣନା ପରିପ୍ରେକ୍ଷୀରେ ଜିଲ୍ଲା ସ୍ତରୀୟ ସମନ୍ୱୟ ବୈଠକ ଜିଲ୍ଲାପାଳ ସୁବର୍ଣପୁର ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଯୋଜନା ଓ ପରିସଂଖ୍ୟନ ବିଭାଗ ଦ୍ୱାରା ଆହୁତ ଏହି ବୈଠକ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର ଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର କୃଷି ଗଣନା ଅନୁଯାୟୀ ୨୦୨୩-୨୪ ବର୍ଷ ର ଆକଳନ ଅନୁସାରେ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ରେ ଜିଲ୍ଲାରେ କୃଷି ଗଣନା କରାଯାଇଥିବା ଜିଲ୍ଲା ପରିସଂଖ୍ୟଣ ବିଭାଗ ତରଫରୁ ସୂଚିତ କରାଯାଇଛି l ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲାରେ କୃଷି ଗଣନା ଅନୁଯାୟୀ ୨୦୧୫-୧୬ ରେ ଜିଲ୍ଲାରେ ୮୪୯୬୧ ଚାଷୀ ଥିବା ବେଳେ ୮୬୩୬୧ ହେକ୍ଟର ଚାଷ ଜୋତ ଜମି ମହଜୁଦ ରହିଥିଲା। ସେହିପରି (୨୦୨୧-୨୨) କୃଷି ଗଣନା ଅନୁସାରେ  ଜିଲ୍ଲାରେ ୯୮୭୨୨ ବିଭିନ୍ନ କିସମର ଚାଷୀ ରହିଥିବା ବେଳେ ସମୁଦାୟ ଚାଷ ଜୋତ ଜମି ୧୧୭୭୩୨ ହେକ୍ଟର ରହିଥିବା ୨୦୨୩-୨୪ ବର୍ଷ ର ଆକଳନରେ ତଥ୍ୟ ପ୍ରଦାନ କରାଯାଇଛି। କୃଷି ଗଣନା ପ୍ରତି ୫ ବର୍ଷ ରେ ଅନୁଷ୍ଠିତ ହେଉଥିବା ବେଳେ ଏହି ଗଣନା ଜିଲ୍ଲାର କୃଷି ବିଭାଗ, ରାଜସ୍ବ ବିଭାଗ ଓ ପରିସଂଖ୍ୟନ ବିଭାଗ ର ଅଧିକାରୀଙ୍କ ଦ୍ୱାରା ମିଳିତ ଭାବେ ଘରକୁ ଘର ଯାଇ ଜିଲ୍ଲାର ସମୁଦାୟ ଶତ ପ୍ରତିଶତ ଗ୍ରାମକୁ ନେଇ ସମ୍ପୂର୍ଣ ଡିଜିଟାଲ ପଦ୍ଧତିରେ ଆକଳନ କରାଯାଇଛି। ଗଣନା ତିନୋଟି ପର୍ଯ୍ୟାୟରେ ହେବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟ ରେ ଚାଷୀ ଓ ଚାଷ ଜୋତ ଜମି ର ଆକଳନ କରାଯାଇଛି। ସେହିପରି ଦ୍ଵିତୀୟ ପର୍ଯ୍ୟାୟରେ ଜଳସେଚିତ ଜମି ଓ ଚାଷର ପ୍ରକାର ଅନୁସାରେ ଜମି ଆକଳନ ଏବଂ ତୃତୀୟ ପର୍ଯ୍ୟାୟରେ ଚାଷ ଜୋତ ଜମିରେ ସାର, କୀଟନାଶକ, ଜୈବିକ ସାର ତଥା କୃଷି ଯନ୍ତ୍ରପାତି ଆଦିର ବ୍ୟବହାର ପ୍ରଭୁତି ର ଆକଳନ କରାଯିବ ବୋଲି ବିଭାଗୀୟ ଅଧିକାରୀ ସୂଚନା ପ୍ରଦାନ କରିଥିଲେ l ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଉପ ନିର୍ଦେଶକ ଯୋଜନା ଓ ପରିସଂଖ୍ୟନ ରୋଶନ ଗିଦ୍ଧି, ସି ଡି ଏ ଓ. ଡ଼ଃ ବିଭୁତି ଭୂଷଣ ମିଶ୍ର,ଏ ଡି ଏଚ ହୃଷିକେଶ ଦାସ, ଏ ଡି ଏଚ ବିର ମହାରାଜ ପୁର ବିନ୍ଦୁଲତା ମାଝୀ, ଡି ଆର ସି ଏସ. ଆର ଏଲ ବେହେରା, ଏ ଆର ସି ଏସ ପାଣୁ ଚନ୍ଦ୍ର ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଏ ଡି ଷ୍ଟାର୍ଟସ୍ଟିକଲ ପ୍ରଶାନ୍ତ ବେହେରା, ଏଏସଓ.ଡି ପି ଏମ ୟୁ ସୌମ୍ୟ ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like