-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ସଂସ୍କୃତରେ ପ୍ରାର୍ଥନା

22-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ରାଜ୍ୟର ଏକମାତ୍ର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଯେଉଁଠି ସପ୍ତାହର ଗୋଟିଏ ଦିନ ଛାତ୍ରଛାତ୍ରୀମାନେ କେବଳ ସଂସ୍କୃତ ଭାଷାରେ ପ୍ରାର୍ଥନା ସଭାର ସମସ୍ତ କାର୍ଯ୍ୟକ୍ରମକୁ ଉପସ୍ଥାପନ କରି ଥାଆନ୍ତି। ପ୍ରାର୍ଥନାକୁ ଛାଡ଼ି ସେଦିନର ସମ୍ବାଦ, ବକ୍ତୃତା, ସାଧାରଣ ଜ୍ଞାନ ପ୍ରଶ୍ନୋତ୍ତର, ଜାଣିବାକଥା, ବିଜ୍ଞାନ ଆଧାରିତ ତଥ୍ୟ, କ୍ଷୁଦ୍ର ନାଟିକା, ଜନ୍ମ ଦିନର ଶୁଭେଚ୍ଛା ଆଧାରିତ ସଙ୍ଗୀତ, ଦେଶାତ୍ମବୋଧକ କବିତା ତଥା ସଙ୍ଗୀତ ସବୁକିଛି ଦେବଭାଷା ସଂସ୍କୃତରେ ଛାତ୍ର ଛାତ୍ରୀମାନେ ଅତ୍ୟନ୍ତ ପ୍ରାଞ୍ଜଳ ଭାବରେ ଉପସ୍ଥାପିତ କରି ସମସ୍ତ ଙ୍କୁ ମନ୍ତ୍ର ମୁଗ୍ଧ କରି ଦେଇଥାଆନ୍ତି। ଏହି କ୍ରମରେ ଆୟୋଜିତ ଏକ ପ୍ରାର୍ଥନା ସଭାରେ ରାଜ୍ୟ ସଂସ୍କୃତ ଶିକ୍ଷକ ମହାସଂଘ ର  ଯୁଗ୍ମ ସମ୍ପାଦକ ପଣ୍ଡିତ ଗୋପବନ୍ଧୁ ପୁରୋହିତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ସଂସ୍କୃତ ଭାଷା, ବ୍ୟାକରଣ ଜ୍ଞାନରେ ମୁଗ୍ଧ ହେବା ସହ ସଂସ୍କୃତ ଭାଷାରେ ନିଜର ବକ୍ତବ୍ୟ ଉପସ୍ଥାପନ କରି ସଂସ୍କୃତ ଭାଷା ସମସ୍ତ ଭାଷାର ଜନନୀ ବୋଲି ଅଭିହିତ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷା ପୁଷ୍ପଲତା ମହାପାତ୍ରଙ୍କ ଆବାହକତ୍ବରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମକୁ ସଂସ୍କୃତ ଶିକ୍ଷକ ନିରଞ୍ଜନ ମହାପାତ୍ର ଓ ଶିକ୍ଷୟିତ୍ରୀ ପଦ୍ମାଳୟା ପ୍ରଧାନ ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like