-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ଚେମ୍ୱର ଅଫ କମର୍ସ ବୋର୍ଡ ପୁନର୍ଗଠିତ, ରବୀନ୍ଦ୍ର ଅଗ୍ରୱାଲ ସଭାପତି ନିର୍ବାଚିତ

22-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ର ଅଗ୍ରଣୀ ବ୍ୟବସାୟିକ ସଂଗଠନ ଚେମ୍ବର୍ ଅଫ କମର୍ସ କମିଟି ପୁନର୍ଗଠିତ ହୋଇଯାଇଛି । ବରିଷ୍ଟ ସଦସ୍ୟ ପ୍ରଦୀପ ରେଖାନି ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏକ ବୈଠକ ରେ ଏହି ସଂଗଠନ ର ନୂତନ କର୍ମ କର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇ ଯାଇଛି । ସଭାପତି ଭାବେ ରବୀନ୍ଦ୍ର ଅଗ୍ରୱାଲ,ଉପ ସଭାପତି ଅଶ୍ଵିନୀ ପଣ୍ଡା,ଦିନେଶ ଶର୍ମା,ସମ୍ପାଦକ ସୁଶାନ୍ତ ଦାଶ ,ଯୁଗ୍ମ ସମ୍ପାଦକ ନିଲେଶ୍ ମିତ୍ତଲ୍ ନରେଶ ଅଗ୍ରୱାଲ , କୋଷାଧ୍ୟକ୍ଷ ଅଜୟ ରେଖାନୀ ପି .ଆର୍. ଓ. ଅମିତ୍ ଅଗ୍ରୱାଲ,କାର୍ଯ୍ୟକ୍ରମ ସଂଯୋଜକ ରବିଶଙ୍କର ଶର୍ମା ,ଓ ଅଙ୍କିତ ରେଖାନୀ ପ୍ରମୁଖ ନୂତନ କମିଟି ରେ ସର୍ବ ସମ୍ମତି ରେ ନିର୍ବାଚିତ  ହୋଇଥିବା ବେଳେ ଲିଗାଲ ଟିମ୍ ରେ ସି. ଏ. ଆଶିଷ ଅଗ୍ରୱାଲ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଏକ କୋର୍ କମିଟି ମଧ୍ୟ ଗଠିତ ହୋଇ ଯାଇଛି ।ଏହି ଅବସର ରେ ରୋହିତ ପିପ୍ଲାନି ,ଦଶରଥ ଅଗ୍ରୱାଲ,ପ୍ରଦୀପ ଅଗ୍ରୱାଲ,ରବି ଶଙ୍କର ଶର୍ମା ଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ଥିବା ବେଳେ ପୂର୍ବତନ ଅଧ୍ୟକ୍ଷ ଦିଲ୍ଲୀପ ସାୱଡିଆ ନବ ନିର୍ବାଚିତ ଅଧ୍ୟକ୍ଷ ରବିନ୍ଦ୍ର ଅଗ୍ରୱାଲ ଙ୍କୁ ଦାୟିତ୍ବ ହସ୍ତାନ୍ତର କରିଥିଲେ । ତେବେ ନବ ନିର୍ବାଚିତ କମିଟି ଓ ସଦସ୍ୟ ମାନଙ୍କ ଶପଥ ପାଠ ସମାରୋହ କେବେ ହେବ ତାହା ପରବର୍ତ୍ତୀ ସମୟ ରେ ସୂଚନା ପ୍ରଦାନ କରାଯିବ ବୋଲି ନବ ନିର୍ବାଚିତ ଅଧ୍ୟକ୍ଷ ରବିନ୍ଦ୍ର ଅଗ୍ରୱାଲ ଉଲ୍ଲେଖ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like