-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ରାଜ୍ୟ

ଝାରପଡ଼ା ଜେଲ ବାହାରେ ଖୋଲିଲା ଆଉଟଲଲେଟ

01-Jan-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ) : ବଜାର ଦର ଠାରୁ ଅପେକ୍ଷାକୃତ କମ୍ ଦରରେ ଏହି ସାମଗ୍ରୀ ମିଳିପାରିବ । ସାମଗ୍ରୀରେ ଅପମିଶ୍ରଣ ର ଭୟ ରହିବ ନାହିଁ ବୋଲି ଜେଲ କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି  । 

ଝାରପଡା ଜେଲର  ମହିଳା  ବିଚାରାଧୀନ କଏଦୀ  ତିଆରି କରିଛନ୍ତି  ଖାଦ୍ୟ ସାମଗ୍ରୀ  । ବିକ୍ରି ଲାଗି ଜେଲ ବାହାରେ ଦୋକାନ ଖୋଲିଛି ।  ବଜାର ଦର ଠାରୁ ଅପେକ୍ଷାକୃତ କମ୍ ଦଳରେ ଏହି ସାମଗ୍ରୀ ମିଳିପାରିବ। ସାମଗ୍ରୀରେ ଅପମିଶ୍ରଣର ଭୟ ରହିବ ନାହିଁ ଜେଲ କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି  । 

   ଜେଲ୍  DG ସନ୍ତୋଷ ଉପାଧ୍ୟାୟ ଏହି ଆଉଟଲେଟକୁ ଉନ୍ମୋଚିତ କରିଥିଲେ। ପ୍ରାଥମିକ ପର୍ଯ୍ୟାୟରେ   ହଳଦୀ, ଅଟା, ବେସନ, ମୂଢି ତିଆରି କରିବେ କଏଦି।  ଜେଲର ଅନ୍ତେବାସୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ୍ କରିବ ଲକ୍ଷ୍ୟରେ ଏହି ପଦଷେପ  ନିଆଯାଇଛି।  ସେହିପରି ଭବିଷ୍ୟତରେ ନୁଆ ଜେଲ ନିୟମ ଅନୁଯାୟୀ ବଦଳିବା କଏଦୀ  ମୁଲାକାତ ବ୍ୟବସ୍ଥା। ଟ୍ରାନ୍ସପାରେଣ୍ଟ କାଚ ଗ୍ଲାସ୍ ସାଙ୍ଗକୁ ଲାଗିବ ରେକଡ଼ର। କାଚ ଗ୍ଲାସ  ଲାଗିବ ଫଳରେ ପରସ୍ପରକୁ ଦେଖି ପାରିବେ, କଥା ହେବା ପାଇଁ ୧୬ ଯୋଡ଼ା ସ୍ୱତନ୍ତ୍ର ମୋବାଇଲ  ରହିବ। ଏହାଛଡା  ସଜା କାଟୁଥିବା କଏଦୀ  ,  ଦୈନିକ ବେତନ ୧୦୦ ଟଙ୍କା ବୃଦ୍ଧି କରିବାକୁ  ମଧ୍ୟ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିବା ଝାରପଡା ଜେଲ ସୁପରିଟେଣ୍ଡ ସୂଚନା ଦେଇଛନ୍ତି। ଚଳିତ ବର୍ଷରେ ଜେଲ୍ ବିଭାଗର ନୁଆ ମାନୁଆଲ ଅନୁଯାୟୀ  ଅନେକ ସଂସ୍କାର ମୂଳକ ପଦକ୍ଷେପ ନିୟାଜିବ ବୋଲି  ଜେଲ  ସୁପରିଟେଣ୍ଡେଣ୍ଟ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like