-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଲକ୍ଷ୍ୟରୁ ଦୂରରେ ଗାଁ କଲ୍ୟାଣ ସମିତି - ସୁଧୁରୁନି ପରିମଳ ବ୍ୟବସ୍ଥା

22-Aug-2024



ବୀରମହାରାଜପୁର, (  ବିନୋଦ ପାଣ୍ଡେ ) : ଗାଁ ପରିବେଶ ସୁସ୍ଥ ରହିଲେ ପଞ୍ଚାୟତ ସୁସ୍ଥ ରହିବ। ପଞ୍ଚାୟତ ସୁସ୍ଥ ରହିଲେ ରାଜ୍ୟ ସୁସ୍ଥ ରହିବ। ଏହି ଲକ୍ଷ୍ୟ ନେଇ ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନର ଗାଁ କଲ୍ୟାଣ ସମିତି ଭଲି ମହତ୍ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଗାଁର ସ୍ବାସ୍ଥ୍ୟ,ପରିମଳ, ଅପପୁଷ୍ଟି, ଶିଶୁ ମୃତ୍ୟୁ ଏବଂ ମାତୃ ମୃତ୍ୟୁହାରରେ ବ୍ରେକ ଲଗାଇବା ଯୋଜନାର ମୁଖ୍ୟ ଲକ୍ଷ୍ୟ। କିନ୍ତୁ ସଚେତନତା ଅଭାବରୁ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ରେ ଗାଁ କଲ୍ୟାଣ ସମିତି ଲକ୍ଷ୍ୟ ଠାରୁ ଦୂରେଇ ଯାଇଛି। ଗାଁ କଲ୍ୟାଣ ପାଇଁ ଗଠନ ହୋଇଥିବା ସମିତି ନିଜର ନୈତିକ ଦାଇତ୍ୱକୁ ସଠିକ ଢଙ୍ଗରେ କାର୍ଯ୍ୟ କରିବାରେ ବିଫଳ ହୋଇଛି। ଏପରି ସ୍ଥିତିରେ ଏହି ପାଣ୍ଠି କେଉଁ କାମରେ ଲାଗୁଛି ତା'ର ସବିଶେଷ ଯାଞ୍ଚ ହେବା ଆବଶ୍ୟକ।୨୦୦୯-୧୦ ରେ ଗାଁ କଲ୍ୟାଣ ସମିତି ଯୋଜନା କାର୍ଯ୍ୟକାରୀ ହୋଇଥିଲା। ପ୍ରତ୍ୟେକ ରାଜସ୍ବ ଗ୍ରାମକୁ ନେଇ ଗୋଟିଏ ଗାଁ କଲ୍ୟାଣ ସମିତି ଗଠନ କରାଗଲା। ଏଥିପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୦ ହଜାର ଟଙ୍କା ଅନୁଦାନ ପ୍ରଦାନ କରାଗଲା। ବୀରମହାରାଜପୁର ବ୍ଲକ ରେ ପ୍ରତ୍ୟେକ ଗ୍ରାମରେ ଉକ୍ତ ଯୋଜନା କାର୍ଯ୍ୟକାରୀ ହେଉଛି। ଗାଁର ସ୍ବାସ୍ଥ୍ୟ, ପରିମଳ, ଅପପୁଷ୍ଟି, ଶିଶୁ ଏବଂ ମାତୃ ମୃତ୍ୟୁହାର ହ୍ରାସ ଦିଗରେ ସମିତିକୁ ସଚେତନତା ପରେ ମଧ୍ୟ ଏହା ଲକ୍ଷ୍ୟ ଠାରୁ ଦୂରେଇ ଯାଉଥିବା ଲକ୍ଷ୍ୟ କରାଯାଉଛି। ଫଳରେ ବର୍ଷା ଦିନ ପୂର୍ବରୁ ଗ୍ରାମର ଅସ୍ୱାସ୍ଥ୍ୟକର ପରିବେଶ ସୁଧାର ଆସୁନଥିବା ଦେଖିବାକୁ ମିଳିଛି। ୱ।ର୍ଡସଭ୍ୟ ଙ୍କୁ ସମିତିର ସଭାପତି ଏବଂ ଅଙ୍ଗନୱାଡ଼ି କର୍ମୀ ଙ୍କୁ ସମ୍ପାଦକ ଦାୟିତ୍ବ ହସ୍ତାନ୍ତର କରାଯାଇଛି। ‌ ଗାଁର ସ୍ବାସ୍ଥ୍ୟ ପ୍ଲାନ, ରୋଗୀଙ୍କୁ ମେଡିକାଲ ପହଞ୍ଚାଇବା , ଜରୁରୀ ସ୍ବାସ୍ଥ୍ୟ ସେବା, ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିଶ୍ଚିତ କରିବା ଦିଗରେ କମିଟି ପକ୍ଷରୁ ବ୍ୟାପକ ସଚେତନତା କରାଯିବାକୁ ଲକ୍ଷ୍ୟ ରହିଛି। ପ୍ରତିମାସରେ ବୈଠକ ରହିଥିବା ବେଳେ କେବଳ କାଗଜ ପତ୍ରରେ ଚାଲିଛି କିନ୍ତୁ କୌଣସି ବୈଠକ  ନ ବସି ସବୁ ଆତ୍ମସାତ କରିବାରେ ବ୍ୟସ୍ତ ରହନ୍ତି ହେଲେ ପ୍ରଶାସନ କିଛି ଯାଏ ଆସେ ନାହିଁ।‌ ଏଣୁ ଜିଲ୍ଲା ପ୍ରଶାସନ ଏଥିପ୍ରତି ବିହିତ ପଦକ୍ଷେପ ନେବାକୁ ଜନସାଧାରଣ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like