-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ତରଫରୁ ବିଜ୍ଞାନ କୁଇଜ୍ କାର୍ଯ୍ୟକ୍ରମ

23-Aug-2024



ବରଗଡ଼: ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବୈଜ୍ଞାନିକ ମନୋବୃତ୍ତି ପୋଷଣ କରିବା ଆଭିମୁଖ୍ୟ ନେଇ ଭାରତ ସରକାରଙ୍କ 'ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ' କାର୍ଯ୍ୟକ୍ରମ ତରଫରୁ  ସମଗ୍ର ଶିକ୍ଷା ବରଗଡ଼ ଆନୁକୂଲ୍ୟରେ ଅମ୍ବାଭୋନା ବ୍ଲକ କଣ୍ଡପଲା ସ୍ଥିତ ପଞ୍ଚାୟତ ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନ ଭିତ୍ତିକ କୁଇଜ୍ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ଏକ ବୈଠକରେ ଅମ୍ବାଭୋନା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବନା ସାହୁଙ୍କ ଅଧ୍ଯକ୍ଷତାରେ ମୁଖ୍ଯଅତିଥି ଭାବରେ ଭୁକ୍ତା ମହାତ୍ମାଗାନ୍ଧୀ ମାଧ୍ୟମିକ ମହାବିଦ୍ୟାଳୟର ଅଧ୍ଯାପକ ଡଃ ଜୟନ୍ତ କୁମାର ସାହୁ, ମୁଖ୍ୟ ବକ୍ତା ଭାବେ ଭୁକ୍ତା ଜନତା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ତଥା ଇକୋ କ୍ଲବ ମାଷ୍ଟର ଟ୍ରେନର ସଂଜୟ ଖମାରୀ  ଏବଂ ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲାଲମୋହନ ସିଂହ, ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୋହନ ଚରଣ ମହାନ୍ତ,କଣ୍ତପଲା ପଞ୍ଚାୟତ ହାଇସ୍କୁଲର ପ୍ରଧାନ ଶିକ୍ଷକ ରନ୍ତିଦେବ ନାୟକ,ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସୁରେଶ ନାୟକ ଏବଂ ଅବସରପ୍ରାପ୍ତ ଶିକ୍ଷକ ସନୁ ପଧାନ  ଯୋଗଦେଇଥିଲେ।ଅତିଥିବୃନ୍ଦ ବିଘ୍ନ ବିନାଶକ ଗଣେଶଙ୍କ ଫଟୋ ଚିତ୍ରରେ  ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପୁଷ୍ପ ପ୍ରଦାନ କରି ପୂଜାର୍ଚ୍ଚନା କରିବା ପରେ ଆନୁଷ୍ଠାନିକ ଭାବରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।ଅମ୍ବାଭୋନା କ୍ଳଷ୍ଟରର ସିଆରସିସି ପୁନୀରାମ ଗଣ୍ତ ପ୍ରାରମ୍ଭିକ ସୂଚନା ଓ ସ୍ବାଗତ ଭାଷଣ, କୁମ୍ମୋ କ୍ଳଷ୍ଟରର ସିଆରସିସି ରାମେଶ୍ଵର ଭୋଇ ଅତିଥି  ପରିଚୟ ପ୍ରଦାନ ଏବଂ  ଲଖନପୁର କମଳ ସିଂ ଦାଉ ସରକାରୀ ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷକ ମନୋହର ସାହୁ ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ।ଆୟୋଜିତ କୁଇଜ ପ୍ରତିଯୋଗିତାରେ ଅମ୍ବାଭୋନାବ୍ଳକର ସମସ୍ତ ବିଦ୍ଯାଳୟର  କୃତୀ ଛାତ୍ରଛାତ୍ରୀ  ଅଂଶଗ୍ରହଣ କରିଥିଲେ।ଉପକନିଷ୍ଠ ବିଭାଗରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭୈନାତୋରାର ଆର୍ଯ୍ୟ ପରିଧି ସାହୁ, କନିଷ୍ଠ ବିଭାଗରେ ହୀରାଧର ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଭୈନାତୋରାର ଅଭିଜିତ ମାଝି  ଏବଂ ବରିଷ୍ଠ ବିଭାଗରେ ଦ୍ବାରିକାଧୀଶ ହାଇସ୍କୁଲ ଦ୍ଵାରୀର ପ୍ରତୀକ୍ଷା ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରିଥିଲେ!ମୂଲ୍ୟାୟନ କାର୍ଯ୍ୟରେ ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ, ମନୋହର ସାହୁ, ତୁଷାର ପ୍ରଧାନ,ଶୁଭାଶିଷ ଜଗତ, ଆକୁଳ ବାଗ ତପେଶ୍ୱର ପଧାନ, ପ୍ରଣୟ ରଞ୍ଜନ ଭୁଏ, ଶିକ୍ଷୟିତ୍ରୀ ରୀନା କୁମାରୀ ମେହେର ପ୍ରମୁଖ ସହଯୋଗ କରିଥିଲେ।ଉଦଯାପନୀ କାର୍ଯ୍ୟକ୍ରମରେ କୃତି ଛାତ୍ର ଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ବାରା ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା। ଏହି  କାର୍ଯ୍ୟକ୍ରମରେ  ଗୋଷ୍ଠି ଶିକ୍ଷା କାର୍ଯ୍ଯାଳୟର ହିସାବ ରକ୍ଷକ ଭାଗବତ ବେହେରା ,ହିସାବ ରକ୍ଷକ ଇଶ୍ବର ସାହୁ, କନିଷ୍ଠ କିରାଣୀ ପ୍ରଦୀପ ଡନସନା,କଣ୍ତପଲା ସ୍କୁଲର ଶିକ୍ଷକ ଟେଙ୍ଗନୁ ନାୟକ, ପଦ୍ମନାଭ ପଧାନ, ବିବେକ କୁମାର ନାୟକ, ସିଆରସିସି କେଦାର ନାଏକ, ଚୌଧୁରୀ ପାତ୍ର, ସୁଶାନ୍ତ ପଧାନ, ନିରଞ୍ଜନ ପଟେଲ, ରାହୁଲ ସେଠ୍,ସୁମନ୍ତ ବାଗ  ଓ ବ୍ଲକର ସମସ୍ତ ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ସକ୍ରିୟ ସହଯୋଗ କରିଥିଲେ। ପୁରସ୍କାର ବିତରଣୀ ଉତ୍ସବରେ ଶିକ୍ଷକ ଜନକ ରାମ ବାରିକ ସଭାକାର୍ଯ୍ଯ ପରିଚାଳନା କରିଥିବା ବେଳେ ଶିକ୍ଷକ ସନ୍ତୋଷ ମାଝି ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like