-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବିଭିନ୍ନ ବର୍ଗର ଭତ୍ତାଧାରୀଙ୍କୁ ପ୍ରତିଶୃତି ମୁତାବକ ଭତ୍ତା ପ୍ରଦାନ କରନ୍ତୁ ରାଜ୍ଯ ସରକାର: ବଲାଙ୍ଗିର ବିଜେଡି

22-Aug-2024



ବଲାଙ୍ଗୀର (ପ୍ରେରଣା ଖବର): ସ୍ଥାନୀୟ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବଲାଙ୍ଗିର ନିର୍ବାଚନ ମଣ୍ଡଳୀର ସଦର ବ୍ଲକ ଦେଓଗାଁ ବ୍ଲକ ଏବଂ ବଲାଙ୍ଗିର ପୌରାଞ୍ଚଳର ବିଭିନ୍ନ ବର୍ଗର ଭତ୍ତା ହିତାଧିକାରୀଙ୍କୁ ରାଜ୍ଯ ଭାଜପା ସରକାର ତଥା ମୋହନ ସରକାର ତରଫରୁ ବାର୍ଦ୍ଧକ୍ଯ ଭତ୍ତା ବୃଦ୍ଧି ପ୍ରତିଶୃତି ଦିଆଯାଇ ଅଣଦେଖା କରିବା ପ୍ରତିବାଦରେ ବଲାଙ୍ଗିର ବିଜୁ ଜନତା ଦଳ ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନେତୃତ୍ବ ଓ ନିର୍ଦ୍ଦେଶରେ ବଲାଙ୍ଗିରର ବିଜୁ ଜନତା ଦଳର ସମସ୍ତ ଛାମୁଆ ସଂଗଠନ ମାନଙ୍କ ଉପସ୍ଥିତିରେ ବୃଦ୍ଧା ବ୍ଯକ୍ତିତ୍ବଙ୍କୁ ନେଇ ଏକ ଆକ୍ରୋଶମୂଳକ ଧାରଣା ଦିଆଯାଇଥିଲା, ଯାହାକି ଆଗାମୀ ଦିନରେ ଭତ୍ତା ୩୦୦୦ ପ୍ରଦାନ କରାଯାଉ ବୋଲି ଦାବୀ ଉପସ୍ଥାପନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ସଦର ବ୍ଲକ ଦେଓଗାଁ ବ୍ଲକ ଏବଂ ସହରାଞ୍ଚଳର ଅନେକ ହିତାଧିକାରୀ ଯୋଗଦେଇ ଧାରଣା ଦେଇଥିଲେ। ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ମାନ୍ୟବର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନାଁ ନେଇ ତାଙ୍କରି ନେତୃତ୍ବରେ ଏହି ଧାରଣା ବୋଲି କହିଥିବା ବେଳେ ରାଜ୍ଯ ଭାଜପା ସରକାର ମୋହନ ସରକାରଙ୍କ ନିର୍ବାଚନି ଧୂଆଁବାଣକୁ ତାଛଲ୍ଯ ଭାବରେ ଜନସାଧାରଣଙ୍କ ସମ୍ମୁଖରେ ପ୍ରଣୋଦିତ କରିଥିଲେ । ଏହା ପରେ ଜିଲାପାଳଙ୍କୁ ସାକ୍ଷାତ କରି ଏକ ଦାବୀପତ୍ର ପ୍ରଦାନ କରଯାଇଥିଲା । ଆଜିର ଏହି ଧାରଣା କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପରିଷଦ ସଭାପତି 

ଦେବକୀ ସାହୁ, ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ ଦେଓଗାଁ ଅଧ୍ୟକ୍ଷା ଦୟାନୀଧି ଖମାରୀ କୈଳାଶ ମହାନ୍ତି, ପ୍ରଭାସ ପାଣିଗ୍ରାହୀ, ବିଧୁଭୁଷଣ ତ୍ରୀପାଠୀ, ପାଣ୍ଡବ କୁମ୍ଭାର, ଲକ୍ଷ୍ମଣ ମେହେର , ଧୃବ ଜୁଏଡ୍ , ସଞ୍ଜିବ ମିଶ୍ର, ଯୁବ ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା , ଛାତ୍ର ସଭାପତି ସୁମନ ନନ୍ଦ, ସମସ୍ତ ଜିଲ୍ଲାପରିଷଦ ସଦସ୍ୟ, ସମସ୍ତ କାଉନସିଲର,ପଦାଧୀକରୀ ଏବଂ ବଲାଙ୍ଗିର ନିର୍ବାଚନ ମଣ୍ଡଳୀର ସଦର ବ୍ଲକ ଦେଓଗାଁ ବ୍ଲକ ତଥା ବଲାଙ୍ଗିର ପୌରାଞ୍ଚଳର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like