-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ରାସ୍ତା ନିର୍ମାଣ ପାଇଁ ସହଯୋଗ ର ହାତ ବଢ଼ାଇଲେ ବ୍ଳକ ଉପାଧ୍ୟକ୍ଷ, ଜନ ପ୍ରତିନିଧି ଓ ଗ୍ରାମବାସୀଙ୍କ ପ୍ରଚେଷ୍ଟା ରେ ନିର୍ମାଣ ହେଲା ରାସ୍ତା

23-Aug-2024



କୋକସରା (ତ୍ରିନାଥ ବେଶ୍ରା) 
ବର୍ଷା ଦିନରେ ରାସ୍ତା ସମସ୍ୟା ନେଇ ଅନେକ ଅସୁବିଧା ର ସମ୍ମୁଖିନ ହେଉଥିଲେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସାନ ପୋଡ଼ାଗୁଡା ପଞ୍ଚାୟତ ମଙ୍ଗଳପୁର ଓ ମୂଷାପାଳି ପଞ୍ଚାୟତ ମାଲପଡା, ମୁର୍ଦୁଙ୍ଗିଆ ପଡା, ଖପ୍ରାମାଲ ଠାରୁ ବଗଡ଼ିଆପଡା ରାସ୍ତା ଅତି ଶୋଚନୀୟ ଅବସ୍ଥାରେ ରହିଥିବା ବେଳେ ଏହି ଅଞ୍ଚଳ ର ଗ୍ରାମବାସୀ ମାନେ  ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲଙ୍କ ଉଦ୍ୟମ ଓ ଗ୍ରାମବାସୀଙ୍କ ସହଯୋଗରେ ମୁଷାପାଲି ଗ୍ରାମର ଏକାଧିକ ରାସ୍ତା ମରାମତି ହୋଇଛି। ସୂଚନା ଅନୁସାରେ, ମୁଷାପାଲି ଗ୍ରାମର ମୁଷାପାଲି-ମାଲପଡା ରାସ୍ତା, ମୁର୍ଦୁଙ୍ଗିଆପଡା ଠାରୁ ବରଡିକୋଟ ରାସ୍ତା ଓ ମୁଷାପାଲି, ଖପରାମାଲା ରାସ୍ତା ଠାରୁ ବଗଡିଆପଡା ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇ ପଡ଼ିଥିଲା। ରାସ୍ତା ରେ ପାଣି କାଦୁଅ ହେଉଥିବା କାରଣରୁ ଗ୍ରାମବାସୀ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିବା ସହ ଛାତ୍ରଛାତ୍ରୀ ସ୍କୁଲ, କଲେଜ ଓ କୋମଳମତୀ ଶିଶୁ ମାନେ ଅଙ୍ଗନୱାଡ଼ି ଯିବାରେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେଉଥିଲେ। ଏନେଇ ଗ୍ରାମବାସୀ ମାନେ ବ୍ଲକ ପ୍ରଶାସନର ଦ୍ବାରସ୍ଥ ହୋଇଥିଲେ। କୋକସରା ବ୍ଲକ ପ୍ରଶାସନ ପକ୍ଷରୁ ମନରେଗା ଯୋଜନାରେ ଉକ୍ତ ରାସ୍ତା ସବୁକୁ ସାମିଲ କରି ଅନୁଦାନ ଆସିଲେ ମରାମତି କରିବା ପାଇଁ ପ୍ରତିଶ୍ରୁତି ଦିଆଯାଇଛି। ତେବେ ସାମୟିକ ଭାବେ ରାସ୍ତା ମରାମତି କରିବାକୁ ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ ଓ ବ୍ଳକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ଙ୍କୁ ଦୁଇ ପଞ୍ଚାୟତ ର ଗ୍ରାମବାସୀ ମାନେ ଅନୁରୋଧ କରିଥିଲେ। ବ୍ଲକ ଉପାଧ୍ୟକ୍ଷ ସହଯୋଗ ର ହାତ ବଢ଼ାଇବା ସହ ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ ଙ୍କ ଉଦ୍ୟମରେ ଗ୍ରାମର ଟ୍ରାକ୍ଟର ମାଲିକ ଙ୍କୁ କହି ଗ୍ରାମବାସୀଙ୍କ ଶ୍ରମଦାନ ରେ ଗ୍ରାମର ମୁଷାପାଲି ମାଲପଡା ରାସ୍ତା, ମୁର୍ଦୁଙ୍ଗିଆପଡା ଠାରୁ ବରଡିକୋଟ ରାସ୍ତା ଓ ମୁଷାପାଲି, ଖପରାମାଲା ରାସ୍ତା ଠାରୁ ବଗଡିଆପଡା ରାସ୍ତା ମୋରମ ପକାଇ ଖାଲଖମା ଗୁଡ଼ିକ ପୋତି ମରାମତି କରାଯାଇଛି। କିଛିଦିନ ତଳେ ରାସ୍ତା ରେ ତଳି ରୋଇ ରାସ୍ତା ପାଇଁ ବ୍ଲକ ପ୍ରଶାସନ ନିକଟରେ ପ୍ରତିବାଦ କରିଥିବା ମଙ୍ଗଳପୁର ରାସ୍ତା ନିର୍ମାଣ  କାର୍ଯ୍ୟ ମଧ୍ୟ ସମ୍ପୁର୍ଣ୍ଣ ହୋଇଛି। ବ୍ଳକ ଉପାଧ୍ୟକ୍ଷ ଶ୍ରୀ ଅଗ୍ରୱାଲ ଙ୍କ ପ୍ରଚେଷ୍ଟା ଓ ସହଯୋଗ ରେ ଏହି ସବୁ ରାସ୍ତା ମରାମତି କାର୍ଯ୍ୟ ହୋଇଥିବାରୁ ବ୍ଲକ ପ୍ରଶାସନ ଓ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ଙ୍କୁ  ଅଞ୍ଚଳବାସୀ ଙ୍କ ପକ୍ଷରୁ ସାଧୁବାଦ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like