-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||     

HOME   ଜିଲ୍ଲା

ବୋଲେରୋ ଗାଡି କୁ ଧକ୍କା ଦେଲା ଟ୍ରକ, ଡ୍ରାଇଭର ମୃତ,ରୋଗୀ ସମେତ ୩ ଗୁରୁତର।

23-Aug-2024



କଳାହାଣ୍ଡି (ତ୍ରିନାଥ ବେଶ୍ରା )
ଆଜି ସକାଳୁ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣା ଘଟି ଯାଇଛି। କଳାହାଣ୍ଡି ଜିଲ୍ଲା ଜାତୀୟ ରାଜପଥ ୨୬ ଜୁନାଗଡ଼ ଥାନା ଅନ୍ତର୍ଗତ ମଥୁରା ନିକଟରେ ରୋଗୀ ନେଇ ଆସୁଥିବା ଏକ ବୋଲେରୋ ଗାଡି କୁ ଏକ ଟ୍ରକ ଧକ୍କା ଦେବାଫଳରେ ଘଟଣାସ୍ଥଳରେ ବୋଲେରୋ ଡ୍ରାଇଭର ଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭର ହେଉଛନ୍ତି ଥୁଆମୁଲ ରାମପୁର ବ୍ଲକ ବିଟିକୋଟ ଗ୍ରାମ ର ଦିଲୀପ ନାଏକ ବୋଲି ସୂଚନା ମିଳିଛି। ଆଜି ମହୁଳପାଟଣାରୁ ରୋଗୀ ନେଇ ଭବାନୀପାଟଣା ମେଡିକାଲ କୁ ନେବା ସମୟରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ରୋଗୀ ସମେତ ଆଉ ୩ ଜଣ ଗୁରୁତର ହୋଇଥିବା ବେଳେ ସ୍ଥାନୀୟ ଲୋକମାନେ ଉଦ୍ଧାର କରି ସମସ୍ତଙ୍କୁ ଆମ୍ବୁଲାନ୍ସ ରେ ଜୁନାଗଡ଼ ଡ଼ାକ୍ତର ଖାନା ରେ ନେଇ ଭର୍ତ୍ତି କରାଯାଇଛି। ଜୁନାଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026

You Might Also Like