-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

୨୬୨ ଛାତ୍ରଛାତ୍ରୀଙ୍କୁ ଦୁଇ ଶିକ୍ଷକ: ପର୍ତ୍ତମାହା ସେବାଶ୍ରମ ବିଦ୍ୟାଳୟରେ ଶିକ୍ଷାଦାନ ବିପର୍ଯ୍ୟସ୍ତ : ଅନଶନ ପାଇଁ ଗ୍ରାମବାସୀଙ୍କ ସଜବାଜ

23-Aug-2024



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ): ସଭିଏଁ ପଢିବେ । ସଭିଏଁ ବଢ଼ିବେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏହି ନାରା ଏବେ ସତେ ଯେମିତି ନିରବୀ ଯାଇଛି । କାହିଁକି ନା ଗ୍ରାମାଞ୍ଚଳର ଛାତ୍ର ଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଲାଗି ସରକାର ବିଭିନ୍ନ ସମୟରେ ଭିତ୍ତିଭୂମି ସାଙ୍ଗକୁ ଆବଶ୍ୟକୀୟ ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗାଇ ଦେଉଛନ୍ତି ବୋଲି ଡିଣ୍ଡିମ ପିଟୁଛନ୍ତି । ହେଲେ ଶିକ୍ଷା ବିଭାଗର ବାସ୍ତବ ସ୍ଥିତି କିନ୍ତୁ ଓଲଟା । ବିଦ୍ୟାଳୟରେ ଆବଶ୍ୟକୀୟ ଶିକ୍ଷକ ଓ ଶିକ୍ଷୟତ୍ରୀ ନଥିବା ଯୋଗୁଁ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କ ପାଠ ପଢା ଏବେ ବାଧାପ୍ରାପ୍ତ ହୋଇଛି । ଏଭଳି ବିକଳ ଚିତ୍ର କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଳକ ପର୍ତ୍ତମାହା ସରକାରୀ ସେବାଶ୍ରମ ବିଦ୍ୟାଳୟରେ ଦେଖିବାକୁ ମିଳିଛି । ଏହି ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ନେଇ ଅଷ୍ଟମ ଶ୍ରେଣୀ ଯାଏ ସମୁଦାୟ ୨୬୨ ଜଣ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି । କିନ୍ତୁ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇବା ଲାଗି ମାତ୍ର ୨ ଜଣ ଶିକ୍ଷକ ନିୟୋଜିତ ରହିଛନ୍ତି । ଯାହା କି ୨ ଜଣ ଶିକ୍ଷକରେ ୮ଟି ଶ୍ରେଣୀର ଛାତଛାତ୍ରୀଙ୍କୁ ପାଠ ପଢ଼ାଇବା ସମ୍ଭବପର ହୋଇ ପାରୁନି। ୨ ଜଣ ଶିକ୍ଷକ ୨ଟି ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଉଥିବା ସମୟରେ ବାକି ୬ଟି ଶ୍ରେଣୀର ଛାତ୍ରଛାତ୍ରୀ ପାଠ ନ ପଢ଼ି ବସି ରହୁଛନ୍ତି । ଅନ୍ୟ ସମୟରେ ୨ ଜଣ ଶିକ୍ଷକଙ୍କ ମଧ୍ୟରୁ ଯଦି କେହି ସରକାରୀ କାର୍ଯ୍ୟ କିମ୍ବା ଦେହ ଅସୁସ୍ଥ ନେଇ ଛୁଟିରେ ରୁହନ୍ତି, ତେବେ ଛାତ୍ରଛାତ୍ରୀ ପାଠ ପଢ଼ାରୁ ବସ୍ତ ରହୁଛନ୍ତି । ଏହା ବାଦ ଆଶ୍ରମରେ ସମୁଦାୟ ୧୭୦ ଜଣ ଅନ୍ତେବାସୀ ରହି ମଧ୍ୟ ପାଠ ପଢୁଛନ୍ତି । ଏଭଳି ପରିସ୍ଥିତିରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ପର୍ତ୍ତମାହା  ଗ୍ରାମବାସୀ ବିଭିନ୍ନ ସମୟରେ ବିଭାଗୀୟ ଅଧିକାରୀ ଓ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀରେ ଆବଶ୍ୟକୀୟ ଶିକ୍ଷକ ଯୋଗାଇ ଦେବାକୁ ଲିଖିତ ଭାବେ ଦାବି କରି ଆସୁଥିଲେ ମଧ୍ୟ ଆଜି ଯାଏ ସେମାନଙ୍କ ଦାବି ପୂରଣ ହୋଇପାରି ନାହିଁ । ସରକାର ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ନେଇ ଖେଳ ଖେଳୁ ଥିବା ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖୁବାକୁ ମିଳିଛି । ସରକାର ଅଞ୍ଚଳବାସୀଙ୍କ ଦାବି ପୂରଣ କରୁ ନ ଥ‌ିବା ପ୍ରତି ବାଦରେ ଆଗାମୀ ଦିନରେ ବିଦ୍ୟାଳୟ ରେ ଡାଲା ପକାଇ ଆମରଣ ଅନଶନ କରିବେ ବୋଲି ଗ୍ରାମର ସଂଜୀବ  ବେହେରା, ନରେଶ ପ୍ରଧାନ, ଦିଲ୍ଲୀପ କୁମାର ସାହୁ, ରଶ୍ମିତା ବେହେରା, ଲାଲୁ ପାଇକରାୟ, ଦୁର୍ଯ୍ୟୋଧନ ମଳିକ, ସୁନି ମଳିକ, ରଞ୍ଜନ କୁମାର ସାହୁ, କେଶବ ଚନ୍ଦ୍ର ସାହୁ, ଶ୍ରୀକୃଷ୍ଣ ଚନ୍ଦ୍ର ନାୟକ ପ୍ରମୁଖ ଚେତାବନୀ ଦେଇଛନ୍ତି । ଏ ନେଇ ସେମାନେ ସ୍ଥାନୀୟ ବିଡ଼ିଓ, ସରପଞ୍ଚ ଓ ମଙ୍ଗଳ ସଂପ୍ରସାରଣ ଅଧିକାରୀଙ୍କୁ ଆମରଣ ଅନଶନ କରିବେ ବୋଲି ମଧ୍ୟ ଲିଖିତ ଭାବେ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like