-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ପରିବେଶ ଦିବସରେ କଣ୍ଟାମାଳ ବ୍ଲକ ପ୍ରଶାସନ ପକ୍ଷରୁ ବୃକ୍ଷରୋପଣ

23-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା): ଆଜି ବିଶ୍ଵ ପରିବେଶ ଦିବସ ଅବସରରେ  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପ୍ରଶାସନ ପକ୍ଷରୁ ପଞ୍ଚାୟତ ମହାବିଦ୍ୟାଳୟ କଣ୍ଟାମାଳ ପରିସରରେ ଏକ ବୃକ୍ଷରୋପଣ କାର୍ଯକ୍ରମ  ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ କଣ୍ଟାମାଳ ବିଡ଼ିଓ ସାମି ଜୟଶ୍ରୀ ରେଡ୍ଡୀ, କଣ୍ଟାମାଳ ତହସିଲଦାର ଶ୍ୱେତପଦ୍ମା ଯୋଶୀ, କଣ୍ଟାମାଳ ମେଡିକାଲ ଅଫିସର ଜଗଦୀଶ ସେଠି ସମେତ ପଞ୍ଚାୟତ କଲେଜ ର ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା ମହାବିଦ୍ୟାଳୟ ର ସମସ୍ତ କର୍ମଚାରୀ ଏବଂ ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ

ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥଲେ  l  ଏହି ଅବସରରେ କଲେଜ ପରିସରରେ ଆମ୍ବ,ନିମ୍ବ, ଦେବଦlରୁ, ଲେମ୍ବୁ, ପିଜୁଳି ଇତ୍ୟାଦି ବିଭିନ୍ନ ପ୍ରକାରର ଔଷଧୀୟ ତଥା ଫଳ ବୃକ୍ଷ ଅତିଥି ମାନଙ୍କ ଦ୍ଵାରା ରୋପଣ କରାଯାଇଥିଲା  l  ବୃକ୍ଷ ହିଁ ଜୀଵନ l ବୃକ୍ଷ ପରିବେଶର ସନ୍ତୁଳନ ବଜାୟ ରଖିବାରେ ସହାୟକ ହୋଇଥାଏ l ବୃକ୍ଷ ମନୁଷ୍ୟର ବନ୍ଧୁ, ଭ୍ରାତା ଓ ମାତା ସଦୃଶ l ବୃକ୍ଷ ହିଁ ନିୟମିତ ଭାବେ ବର୍ଷl କରିବାରେ, ତାପମତ୍ରl ହ୍ରାସ କରି ବିଶ୍ବରେ ତାପର ପ୍ରଭାବକୁ କମ୍ କରିଥାଏ  ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like