-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||     

HOME   ଜିଲ୍ଲା

ସୁବଳୟା କଲେଜରେ ଏଡ଼ସ ସଚେତନତା କାର୍ଯ୍ୟକ୍ରମ

23-Aug-2024



ବୀରମହାରାଜପୁର(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ଯୁକ୍ତ ଦୁଇ କଲେଜ ରେ ରେଡ ରିବନ କ୍ଳବ ଆନୁକୂଲ୍ୟରେ ଏଡ଼ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ସୁବଳୟା ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ବିଶ୍ଵନାଥ ରଥ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଏଡ଼ସ କାରଣ ଓ ନିରାକରଣ ପାଇଁ ସଚେତନତା ସମ୍ପର୍କ ରେ ଅବଗତ କରାଇଥିଲେ। ଅଧକ୍ଷ  ଭୋଳାନାଥ କର୍ମୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ଯୁବ ରେଡ଼କ୍ରସ ପରାମର୍ଶ ଦାତା ଦେବାଶିଷ ପଧାନ ସଭାର ଆଭିମୁଖ୍ୟ ପ୍ରଦାନ କରିଥିଲେ। ଅଧ୍ୟlପକ ରମାକାନ୍ତ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସଭା ରେ ସଞ୍ଜୟ କୁମାର ମେଣ୍ଡିଲି, ଅର୍ପିତା ନାଏକ, ମିତା ପଧାନ ଓ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ଦିଲ୍ଲୀପକୁମାର ମେହେର ଗୋପାଳ ଭୋଇ ଓ ଶମ୍ଭୁ ସାହୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026

You Might Also Like