-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||     

HOME   ଜିଲ୍ଲା

ପଲଶାଗୋରା ମୁରାସୁର ଦରବାର ପାଇଁ କଳାକାର ବରଣ, ହୃଷିକେଶ ଭୋଇ ହେବେ ମୁରାସୁର

23-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ସ୍ୱସ୍ତିକ କ୍ଲବ ଦ୍ୱାରା ଆୟୋଜିତ ହେଉଥିବା ମୁରାସୁର ଦରବାର ପାଇଁ କଳାକାର ବରଣ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଚଳିତ ବର୍ଷ ମଧ୍ୟ ବରଗଡ଼ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରୁଥିବା ଅଭିନେତା ହୃଷିକେଶ ଭୋଇଙ୍କୁ ମୁରାସୁର ଭୂମିକାରେ ଅଭିନୟ କରିବା ପାଇଁ ବରଣ କରିଥିବା ବେଳେ ମହାମନ୍ତ୍ରୀ ଭୂମିକାରେ ନନ୍ଦିଘୋଷ ମହାପାତ୍ରଙ୍କୁ ସ୍ୱସ୍ତିକ କ୍ଲବ ତରଫରୁ ନଡ଼ିଆ ଓ ଫୁଲମାଳ ଦେଇ ବରଣ କରିଥିଲେ |ଚଳିତ ବର୍ଷ ମଧ୍ୟ ଗଜଲକ୍ଷ୍ମୀ ପୂଜା ଅବସରରେ ଅକଟୋବର ୧୬ ତାରିଖ ରୁ ୨୩ ତାରିଖ ପର୍ଯ୍ୟନ୍ତ ଦରବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ କମିଟି ତରଫରୁ ଚୂଡାନ୍ତ ନିଷ୍ପତି ନିଆଯାଇଛି | ଏହି ବରଣ କାର୍ଯ୍ୟକ୍ରମରେ କମିଟିର ସଭାପତି ଶାନ୍ତନୁ ମହାପାତ୍ର, ସମ୍ପାଦକ ବିଘ୍ନେଶ ପ୍ରଧାନ, ଉପଦେଷ୍ଟା ସୁଧୀର ପଣ୍ଡା,ରଞ୍ଜନ ମିଶ୍ର,ରଞ୍ଜନ ପଣ୍ଡା,ଅସୀମ ଅଭିଷେକ ପଣ୍ଡା,ସନ୍ତୋଷ ସାହୁ, କୁନ୍ଦନ ଦନ୍ତା, ଅଚ୍ୟୁତ ଖମାରୀ, କୁନା ଭୋଇ,ମହେନ୍ଦ୍ର ପ୍ରଧାନ,ଅଭିନେତା ମନୋଜ ମହାନ୍ତି ଓ କମିଟି ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026

You Might Also Like