-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

23-Aug-2024



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଠାରେ ଗୁରୁବାର ସଂସ୍କୃତି ଦିବସ ଓ ସ୍ଵଭାଵ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅଧକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟବକ୍ତା ଭାବେ ସିଦ୍ଧାର୍ଥ ଜୁନିଅର କଲେଜ ଓଡ଼ିଆ ଅଧ୍ୟାପକ ନିରଞ୍ଜନ ପାଣ୍ଡିଆ ଯୋଗଦେଇ ସ୍ଵଭାବ କବିଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ।ସ୍ୱତନ୍ତ୍ର ଅତିଥି ଭାବେ ସାହିତ୍ୟିକ ଉସତ କର ଯୋଗଦେଇ ଓଡ଼ିଆ ସାହିତ୍ୟ ପ୍ରତି କବିଙ୍କ ଅବଦାନ ଉପରେ କହିଥିଲେ ।ସମ୍ବାନୀତ ଅତିଥି ଭାବେ ଅଧ୍ୟାପକ ବାଣୀ ପ୍ରସାଦ ବିଶ୍ୱାଳ,ଧନେଶ୍ଵର ସାହୁ ପ୍ରମୁଖ ଯୋଗଦେଇ ସଂସ୍କୃତି ଦିବସ ପାଳନର ମହତ୍ତ୍ୱ ଓ ଗଙ୍ଗାଧର ମେହେରଙ୍କ ବିଭିନ୍ନ ଲେଖା ଓ କାବ୍ୟ ବିଷୟରେ ସୂଚନା ଦେଇଥିଲେ l ପ୍ରାରମ୍ଭରେ  ଲାଇବ୍ରେରୀଏନ ଭାରତୀ ସାହୁ ସ୍ୱାଗତ ସଂଗୀତ ପରିବେଷଣ କରିଥିବା ବେଳେ ଓଡ଼ିଆ ଅଧ୍ୟାପିକା ପ୍ରମିତା କୁମାରୀ ମିଶ୍ର ଅତିଥି ପରିଚୟ ପ୍ରଦାନ ଏବଂ ଶେଷରେ ସଂସ୍କୃତ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା ବେଦ ପଠନ ଓ ଧନ୍ୟବାଦ ଅର୍ପଣ କରିଥିଲେ l କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପକ/ଅଧ୍ୟାପିକା, କର୍ମଚାରୀ,ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like