-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||     

HOME   ଜିଲ୍ଲା

ଧାରାଅବତରଣ କରିବେ ଗଜାନନ ନବଦିନାତ୍ମକ ଗଜାନନ ପୂଜା କରିବ ବିନାୟକ ଯୁବକ ସଂଘ

23-Aug-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ): ଆସନ୍ତା ଭାଦ୍ରବମାସ କୃଷ୍ଣ ପକ୍ଷ ପଞ୍ଚମୀରେ ଅଗ୍ରପୂଜ୍ୟ ଗଜାନନଙ୍କ ପୂଜା ଅନୁଷ୍ଠିତ ହେବାକୁ ଯାଉଛି l ପୂଜାକୁ ନେଇ ବୌଦ୍ଧ ଜିଲ୍ଲାର ସମସ୍ତ ପୂଜା ମଣ୍ଡପ ଗୁଡିକ ଚଳଚଞ୍ଚଳ ହୋଇଉଠିଛି l ଆବାହନ କାଳରୁ ବୌଦ୍ଧ ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ,ସରକାରୀ ଓ ବେ ସରକାରୀ ଶିକ୍ଷା ଅନୁଷ୍ଠାନ, କ୍ଳବ, ଗାଁଗଣ୍ଡାରେ  ହୋଇ ଆସୁଛି ଗଜାନନଙ୍କ ପୂଜା l ସେହିପରି ଚଳିତ ବର୍ଷ ହରଭଙ୍ଗା ବ୍ଲକ ଚାରିଛକ ବିନାୟକ ଯୁବକ ସଂଘ ପକ୍ଷରୁ ବିଗ୍ନରାଜଙ୍କ ପୂଜା ମହାଆଡମ୍ବରରେ ନବଦିନାତ୍ମକ ହେବା ନେଇ ସଂଘ ପକ୍ଷରୁ ଚୂଡାନ୍ତ ହୋଇଛି l  ରୀତିନୀତି ଅନୁଯାଇ ପୂଜାକାର୍ଯ୍ୟ ହେବା ସହିତ ସୁଉଚ୍ଚ ଗଣେଶ ଙ୍କ ମୃଣୟ ମୂର୍ତ୍ତି, ଆକର୍ଷଣୀୟ ତୋରଣ ସାଙ୍ଗକୁ ନଅଦିନ ବ୍ୟାପି ସନ୍ଧ୍ୟା ରେ ଅଂଚଳର କୁନିକୁନି କଳାକାର ଙ୍କୁ ନେଇ ଭଜନ ଓ ଆଧ୍ୟାତ୍ମିକ ସଂଗୀତ ଏବଂ ନୃତ୍ୟ ସହ ନାମସଂକୀର୍ତ୍ତନ କରାଯିବାକୁ ସ୍ଥିର କରାଯାଇଥିବା ସୂଚନା ମିଳିଛି l ପୂଜା ପାଇଁ ମୂର୍ତ୍ତି ଓ ତୋରଣ ପ୍ରସ୍ତୁତି ଜୋରସୋର ରେ କ୍ଳବ ର ସଭାପତି ସିକନ ନାଏକଙ୍କ ସମେତ ଉପସଭାପତି ହରିଶଙ୍କର ସାହୁ ସଂପାଦକ ମାନସ ରଞ୍ଜନ ବେହେରା ସହସମ୍ପାଦକ ଆଶିଷ ସାହୁ , କୋଷାଧକ୍ଷ ସନ୍ତୋଷ ପାତ୍ର ଓ ସଂଘର ସମସ୍ତ ସଦସ୍ୟ ସହଯୋଗ କରୁଥିବା ନେଇ ସଂଘ ର ସଭାପତି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026

You Might Also Like