-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଶ୍ରୀଶ୍ରୀ ନୃସିଂହନାଥ ମନ୍ଦିର ପରିସରରେ ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ 

23-Aug-2024



ବରଗଡ(ନିରଞ୍ଜନ ତ୍ରିପାଠୀ)-ପଶ୍ଚିମ ଓଡ଼ିଶାର ଗଣପର୍ବ ହେଉଛି ନୁଆଁଖାଇ। ନିଜ ଘରର ଲୋକ ହୁଅନ୍ତୁ ଅଥବା ଗ୍ରାମର ଯିଏ ଯେଉଁଠି ବି ଥାଉ ନା କାହିଁକି ଏହି ମହାନ ଗଣପର୍ବକୁ ପାଳନ ତଥା ଉପଭୋଗ ପରିପ୍ରେକ୍ଷୀରେ ଦେଶ ବିଦେଶରୁ ନିଜ ମାତୃଭୂମିକୁ ଛୁଟି ଆସିଥାନ୍ତି । ଘରର ସମସ୍ତେ ମିଶି ଦେବା ଦେବୀ ତଥା ପୂର୍ବପୁରୁଷ ମାନଙ୍କ ନିକଟରେ ବିଧିବଦ୍ଧ ଭାବରେ ପୂଜାର୍ଚ୍ଚନା କରି ପ୍ରଥମେ ଠାକୁରଙ୍କ ଠାରେ ନବାନ୍ନ ଭୋଗ ଅର୍ପଣ କରି ପରିବାରର ସମସ୍ତେ ମିଶି ଗୋଟିଏ ଜାଗାରେ ବସି ନବାନ୍ନ ଭକ୍ଷଣ କରିଥାନ୍ତି । ପଶ୍ଚିମ ଓଡ଼ିଶାରେ ଏମିତି ଅନେକ ଗ୍ରାମ ଅଛି ଯେଉଁଠାରେ କି ଗ୍ରାମବାସୀ ସମସ୍ତେ ଏକତ୍ରିତ ହୋଇ ଅତି ଆନନ୍ଦ ଓ ଶ୍ରଦ୍ଧାର ସହିତ ନବାନ୍ନ ଭକ୍ଷଣ କରନ୍ତି।ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଓ ପବିତ୍ର ତୀର୍ଥ କ୍ଷେତ୍ର ଶ୍ରୀଶ୍ରୀ ନୃସିଂହନାଥ ପୀଠରେ ବିରାଜମାନ ମହାପ୍ରଭୁ ମାର୍ଜ୍ୟାରକେଶରୀ ଙ୍କ  ନିକଟରେ ନବାନ୍ନ ଭୋଗ ଅର୍ପଣ କରିବା ପାଇଁ ତା ୨୩.୦୮.୨୦୨୪ରିଖ ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପରିସରରେ ସ୍ଥାନୀୟ ପଣ୍ଡିତ ମହାସଭା ଓ ନୃସିଂହନାଥ ପ୍ରଶାସନ ଦ୍ୱାରା ଲଗ୍ନ ଧାର୍ଯ୍ୟ କରାଯାଇଛି । କୁଳ ପୁରୋହିତ ଶ୍ରୀମାନ ସୁନୀଲ ପୁରୋହିତ ଓ ଶ୍ରୀଶ୍ରୀ ନୃସିଂହନାଥ ମନ୍ଦିର ଟ୍ରଷ୍ଟ ବୋର୍ଡର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀମାନ ପୁରୁଷୋତ୍ତମ ପ୍ରଧାନଙ୍କ ସୂଚନା ମୁତାବକ ଆସନ୍ତା ସେପ୍ଟେମ୍ବର ମାସ ଆଠ ତାରିଖ ରବିବାର ଦିନ ସକାଳ ନଅ ଘଣ୍ଟା ନଅ ମିନିଟ ତେତିଶ

ସେକେଣ୍ଡରୁ ନଅ ଘଣ୍ଟା ଚବିଶ ମିନିଟ ଅଠର ସେକେଣ୍ଡ ମଧ୍ୟରେ ରୀତିନୀତି ଅନୁଯାୟୀ ମହାପ୍ରଭୁ ଓ ପାର୍ଶ୍ୱ ଦେବାଦେବୀ ମାନଙ୍କ ନିକଟରେ ନବାନ୍ନ ଅର୍ପଣ କରାଯିବ । ଆଜି ନବାନ୍ନ ଲଗ୍ନ ଧାର୍ଯ୍ୟ ଅବସରରେ ଆୟୋଜିତ ବୈଠକରେ ଶ୍ରୀଶ୍ରୀ ନୃସିଂହନାଥ ବ୍ରାହ୍ମଣ ସମାଜର ସଭାପତି ଗିରିଶ ଚନ୍ଦ୍ର ନାୟକ,ମାତୃ ପ୍ରସାଦ ରଥ,ଡିଗ୍ରୀଧର ଦେବତା,ରଙ୍କମଣି ଦେବତା,ପ୍ରେମାନନ୍ଦ ଦେବତା,ସତ୍ୟଭୂଷଣ ପୁରୋହିତ,ନୃସିଂହ ହୋତା,ସୁଜ୍ଞାନ୍ତ ତ୍ରିପାଠୀ ଓ ସୁବୋଧ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like