-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ଅଦିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ଵାଗତ ସମାରୋହ

23-Aug-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ଅଦିତି ଯୁକ୍ତ ଦୁଇ କଲେଜ ରେ ପ୍ରଥମ ବର୍ଷ ର ଛାତ୍ର ଛାତ୍ରୀ ମାନଙ୍କୁ ବିଦ୍ୟାଳୟ ପକ୍ଷରୁ ସ୍ଵାଗତ ସମ୍ବର୍ଦ୍ଧନା କରଯାଇଛି l  ଅଧ୍ୟକ୍ଷା ଲିଖିତା ପଟ୍ଟନାୟକ ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଏହି ଉତ୍ସବ ର ସଭାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପ୍ରତିଷ୍ଠାତା ଡଃ ଜ୍ୟୋତି ରଂଜନ ବହିଦାର ମୂଖ୍ୟ ଅତିଥି ଭାବରେ ଯୋଗ ଦେଇ ଶ୍ରୀମା ଅରବିନ୍ଦ ଙ୍କ ପ୍ରତିମୂର୍ତ୍ତି ରେ ଦୀପ ପ୍ରଜ୍ବଳନ କରି ଉତ୍ସବ କୁ ଉଦ୍ଘଟାନ କରି ବିଦ୍ୟାଳୟ ରେ ଚାରି ବର୍ଷ ଯାଏଁ ଶତ ପ୍ରତିଶତ ହାର ରେ ଫଳାଫଳ ରଖି ରାଜ୍ୟ ରେ ସୁନାମ ରଖି ଥିବାରୁ ଛାତ୍ର ଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକା ଙ୍କୁ ଏହାର ଶ୍ରେୟ ଦେଇଥିଲେ l ଅଧ୍ୟାପକ ଚିନ୍ମୟା ନନ୍ଦ ପାତ୍ର, ଆର୍ତ୍ତ ତ୍ରlଣ ଥାନପତି, ଗୋବିନ୍ଦ କର୍ମୀ, ମୁନ୍ନା ମହାକୁଡ଼, ସତ୍ୟ ନାରାୟଣ ପଣ୍ଡା, ଅଧ୍ୟାପିକା ବନାନୀ ପୁଷ୍ପିତl ପାତ୍ର, ଲଭଲୀ ଶ୍ରୀ ମିଶ୍ର ଅତିଥି ଭାବେ ଯୋଗଦେଇ  ଛାତ୍ର ଛାତ୍ରୀ ଙ୍କ ଟେଲେଣ୍ଟ ପ୍ରଦର୍ଶନ କରିବା ଏ ହେଉଛି ଏକ ଉତ୍କୃଷ୍ଟ ମାଧ୍ୟମ ବୋଲି ମତ ରଖି ଛାତ୍ର ଛାତ୍ରୀ ଙ୍କୁ ଉତ୍ସାହିତ କରିଥଲେ l ଏବଂ ଛାତ୍ର ଛାତ୍ରୀ ଙ୍କ ବିଭିନ୍ନ ଟ୍ୟାଲେଣ୍ଟ କୁ ପ୍ରଶଂସା କରିଥିଲେ l ସଭା ପରେ ପରେ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ରଙ୍ଗା ରଙ୍ଗ ସଂlସ୍କୃତିକ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିବା ବେଳେ ଦ୍ୱିତୀୟ ବର୍ଷ ର ଛାତ୍ରୀ ଡଲି ମିଶ୍ର ଏହାକୁ ସଂଯୋଜନା କରିଥିଲେ l ଅଣ ଶିକ୍ଷକ କର୍ମଚାରୀ ସୁନୀଲ ମିଶ୍ର ଓ ମିନ୍ କେତନ କର୍ମୀ ସହଯୋଗ କରିଥିଲେ l ଶେଷରେ ମୌସୁମୀ ନନ୍ଦ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like