-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ସର୍ଭେୟର ମାନଙ୍କ ଡିଜିଟାଲ ଫୋଟ ଉଠେଇବା ପ୍ରଶିକ୍ଷଣ

23-Aug-2024



କନ୍ଧମାଳ(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା  ଖଜୁରୀପଡ଼ା ବ୍ଲକ ଅଧିନରେ ଥିବା ବିଭିନ୍ନ ପଞ୍ଚାୟତ ଗୁଡିକରେ ସର୍ଭେୟର ମାନଙ୍କୁ ଡିଜିଟାଲ ଫସଲ ସର୍ବେକ୍ଷଣ ପାଇଁ ତାଲିମ୍ ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ କୃଷି ଅଧିକାରୀ ସୌମେନ୍ଦ୍ର କୁମାର ବେହେରା, ସହକାରୀ କୃଷି ଅଧିକାରୀ ମମତା ମହାନ୍ତି, ସମସ୍ତ କୃଷି କର୍ମଚାରୀଙ୍କ ସମେତ ସର୍ଭେୟର ଏବଂ ସୁପରଭାଇଜରମାନେ ଉପସ୍ଥିତ ଥିଲେ। ମୋବାଇଲ୍ ଆପ୍ଲିକେସନ୍ ମାଧ୍ୟମରେ ଡିଜିଟାଲ ଉପାୟରେ ଫସଲ ସର୍ବେକ୍ଷଣ କିପରି କରାଯିବ, ଏହାର ସମସ୍ତ ପ୍ରକ୍ରିୟା ଗୁଡିକ ସର୍ଭେୟର ମାନଙ୍କୁ ଜମିରେ ଉପସ୍ଥିତ ରହି ପୁଙ୍ଖାନୁପୁଙ୍ଖ ଭାବରେ ବୁଝା ଯାଇଥିଲା। ଏହି ସର୍ଭେ ଫଳରେ ପ୍ରତିଟି ପ୍ଲଟରେ କି ପ୍ରକାର ଫସଲ ଚାଷ ହୋଇଛି, ଚାଷ ଜମି କିମ୍ବା ପଡିଆ ଜମି, ଜଳସେଚନ ର ମାଧ୍ୟମ ସମ୍ପର୍କରେ ସବିଶେଷ ତଥ୍ୟ ସଂଗ୍ରହ କରାଯିବ।
ଯାହା ଫଳରେ ଚାଷୀ ମାନଙ୍କୁ କି କି ସୁବିଧା ସୁଯୋଗ ଯୋଗାଇ ଦେଲେ ଚାଷୀ ମାନେ ଅଧିକ ଫସଲ ଅମଳ କରି ପାରିବେ ସେ ନେଇ ତଥ୍ୟ ମିଳି ପାରିବ ଓ ବିପର୍ଯ୍ୟୟ ସମୟରେ ଚାଷୀ ମାନଙ୍କୁ ସବସିଡି ପ୍ରଦାନ ରେ ସହାୟକ ହେବ।ଏଥି ପାଇଁ ଏହି ସର୍ବେକ୍ଷଣ କାର୍ଯ୍ୟ ରେ ଖଜୁରୀପଡ଼ା ବ୍ଲକ୍ ର ସମସ୍ତ ଚାଷୀ ମାନେ ସର୍ଭେୟର ମାନଙ୍କୁ ସହଯୋଗ କରିବାକୁ ବ୍ଲକ୍ କୃଷି ଅଧିକାରୀ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like